ଗିର୍ଲିଗୁଡ଼ା-ମାଝିଗୁଡ଼ା ସେତୁ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ

ଡାବୁଗାଁ, ୧୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ଅଧୀନ ଗିର୍ଲିଗୁଡ଼ା-ମାଝିଗୁଡ଼ା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏ ନେଇ ଡାବୁଗାଁ ବ୍ଲକ ଅଧୀନ ଘୋଡାଖୁଣ୍ଟା ପଞ୍ଚାୟତ ସଦର ମହକୁମାସ୍ଥିତ ଖେଳପଡିଆଠାରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ ହେଲିକପ୍ଟରରେ ଆସି ଓହ୍ଲାଇଥିଲେ । ସେଠାରୁ ପ୍ରଥମେ ସେ ଗିର୍ଲିଗୁଡା ଯାଇ ସେତୁ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ପରେ ଖେଳପଡିଆଠାରେ ସାଧାରଣ ସଭାରେ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧିତ କରିଥିଲେ । ଏଥିରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ଜିଲା ପରିଷଦ ଅଧ୍ୟକ୍ଷ ଭଗବତୀ ଭତ୍ରା, ଉପାଧ୍ୟକ୍ଷା ନିବେଦିତା ମହାନ୍ତିଙ୍କ ସମେତ ହଜାର ହଜାର ଜନସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରେ ଲାଗିଲା ନିଆଁ

ଯାଜପୁର ଅଫିସ,୭।୧୨: ଯାଜପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସାମ୍ନାରେ ଥିବା ଏକ ରୁଚିକା ହେଟେଲରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା...

ପୋଲିସ ଡିଜିଙ୍କ ସହ ଆଇଏମ୍‌ଏ ପ୍ରତିନିଧିଙ୍କ ଆଲୋଚନା: ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷାକୁ ଗୁରୁତ୍ୱ

କଟକ ଅଫିସ୍‌,୨୬।୪: କରୋନା ଭୂତାଣୁକୁ ମୁକାବିଲା କରିବାରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ପ୍ରମୁଖ ଭୂମିକା ନେଉଛନ୍ତି। ହେଲେ ରାଜ୍ୟର ଅନେକ ସ୍ଥାନରେ ସେମାନେ ଅସଦାଚରଣ...

ସୋଲାର ସିଷ୍ଟମ୍‌ ନଳକୂପ ଅଚଳ: ଫେଲ୍‌ ମାରିଛି ଯୋଜନା

ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା,...

ବର୍ଷାରେ ରାସ୍ତା ଧୋଇଗଲା

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା...

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ...

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା...

ରୋହିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଦାବିପତ୍ର

କେସିଙ୍ଗା,୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସାମ୍ବାଦିକ ମହାସଂଘ ପକ୍ଷରୁ ସ୍ଥାନୀୟ ପାଠାଗାର ପରିସରରେ ସୋମବାର ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ...

ନକଲି ପାନମସଲା କାରଖାନା ଠାବ: ମାଲିକ ଗିରଫ

କଟକ ସଦର, ୧୬।୧(ଡି.ଏନ୍‌.ଏ.): କଟକ ଜିଲା ସଦର ଥାନା ଅଧୀନ ଆମଣ ପଞ୍ଚାୟତର ଶାସୋଳ ଗ୍ରାମରେ ଶୁକ୍ରବାର ପୋଲିସ ଚଢାଉ କରି ନକଲି ପାନମସଲା କାରଖାନା...

Advertisement
Archives

Model This Week