Posted inଜାତୀୟ

ଗିଲଗିଟ୍‌-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ

ନୂଆଦିଲ୍ଲୀ,୪।୫: ଗିଲଗିଟ୍‌ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟ ଗିଲଗିଟ୍‌ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ। ଏହାପରେ ଭାରତ ଏହାର ବିରୋଧ କରି କହିଛି ଯେ, ଜମ୍ମୁ-କଶ୍ମୀର, ଲଦାଖ, ଗିଲଗିଟ୍‌, ବଲ୍ଟିସ୍ତାନ ଆଦି ଭାରତର ଅଭିନ୍ନ ଅଙ୍ଗ। ଏହାକୁ ଶୀଘ୍ର ଖାଲି କରିବାର ଆବଶ୍ୟକତା ରହିଛି ବୋଲି ଭାରତୀୟ ବହର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନ ଉଦ୍ଦେଶ୍ୟରେ କୁହାଯାଇଛି। ପାକିସ୍ତାନ ଏହି ଅଞ୍ଚଳରୁ ଅବୈଧ ଦଖଲ ଉଠାଇ ନେବାକୁ ଭାରତ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍‌

ନୂଆଦିଲ୍ଲୀ,୨।୧: ସିଆଚେନ୍‌ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍‌ ୪୦ ଡିଗ୍ରୀ ସେଲସିୟସ୍‌ରୁ ମଧ୍ୟ କମ୍‌ ରହିଥାଏ। ଏଠାରେ ପ୍ରାୟ ୩ରୁ ୪...

୨୬ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାଜପାଠାରୁ ଦୂରେଇଲେ ନୀତୀଶ…

ପାଟନା, ୯।୮ : ବିହାରରେ ଭାଜପା ଏବଂ ଜେଡିୟୁ ମେଣ୍ଟ ପୁଣି ଥରେ ଭାଙ୍ଗିଛି। ଗତ ୨୬ବର୍ଷରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ ଭାଜପାଠାରୁ...

ୟୁଟ୍ୟୁବରଙ୍କ ମୃତ୍ୟୁ: ସ୍ବାମୀ ଗିରଫ

କାଠମାଣ୍ଡୁ, ୧୪।୨: ଆସାମ ୟୁଟ୍ୟୁବର ପ୍ରିୟୋଲିନା ନାଥ୍‌ଙ୍କ ମୃତ୍ୟୁ ନେଇ ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ରବିବାର ରାତିରେ ୧୯ ବର୍ଷୀୟା ପ୍ରିୟୋଲିନାଙ୍କ ଝୁଲନ୍ତା...

ଗୁଜରାଟ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କରରେ ବିସ୍ଫୋରଣ

ଗାନ୍ଧୀନଗର, ୩୦।୧୨: ଗୁଜରାଟରେ ଏକ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କର ଗୋଦାମରେ ସୋମବାର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ କାଣ୍ଡଲା ବନ୍ଦର ଓ ଇଣ୍ଡିଆନ ଅଏଲ୍‌ ରିଫାଇନେରି...

ପୂର୍ବାଞ୍ଚଳର କିଛି ଆସନରେ ଅସନ୍ତୁଷ୍ଟ ବିଗାଡି ପାରନ୍ତି ସମୀକରଣ

ଲକ୍ଷ୍ନୌ,୧୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଉପରେ ସମସ୍ତଙ୍କ ନଜର । ଏଠାରେ ନିର୍ବାଚନ ଲଢୁଥିବା ପ୍ରମୁଖ ଦଳ ଭାରତୀୟ ଜନତା ପାର୍ଟି(ଭାଜପା) ଓ...

ସ୍ବପନ ଦାସଗୁପ୍ତାଙ୍କୁ ନେଇ ହରଡ଼ଘଣାରେ ଭାଜପା

କୋଲକାତା,୧୬।୩: ପଶ୍ଚିମବଙ୍ଗରେ ରାଜ୍ୟ ସଭା ଏମ୍‌ପି ସ୍ବପନ ଦାସଗୁପ୍ତାଙ୍କ ପ୍ରାର୍ଥୀତ୍ୱ ନେଇ ଭାଜପା ହରଡ଼ଘଣାରେ ପଡିଛି। ତୃଣମୂଳ କଂଗ୍ରେସ ପକ୍ଷରୁ ଏହାର କଡ଼ା ବିରୋଧ କରାଯାଉଛି।...

ଶୋପିଆନ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି...

ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀରେ ଯୋଗ ଦେଲେ ଶାହ

ଲକ୍ଷ୍ନୌ,୧୩ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କର ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶନିବାର ବାରାଣସୀରେ ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀର ଶୁଭାରମ୍ଭ...

Advertisement
Archives

Model This Week