ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ ବୃଦ୍ଧି ଘଟୁଛି। ସରକାର ଏସମ୍ପର୍କରେ ଜାଣିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ଅଞ୍ଚଳରେ ସର୍ଭେ କରିଥିବା ଏକ ଆମେରିକା ସଂସ୍ଥାର ରିପୋର୍ଟରେ ତଥ୍ୟ ପ୍ରକାଶ ପାଇଛି। ଏସବୁ ଅଞ୍ଚଳରେ ପ୍ରତିଦିନ କରୋନା ସଂକ୍ରମଣ ଚିହ୍ନଟ ପାଇଁ ମାତ୍ର ୧୫ ଜଣ ଲୋକଙ୍କ ପରୀକ୍ଷା କରାଯାଉଛି। ଏହା ଦ୍ୱାରା ଆଗାମୀ ଦିନରେ ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ଥିବା ସଂସ୍ଥାର ନିର୍ଦ୍ଦେଶକ ସେନେଗ୍‌ ଏଚ୍‌. ସେରିଙ୍ଗ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!

ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ...

୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ଟପିଲା

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନାର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨...

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରତି କରୋନା ଯୋଦ୍ଧା ପାଇଁ ଆମେ ଗର୍ବିତ : ଡିଜିପି

ଛତ୍ରପୁର, ୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୨ ଜଣ ପୋଲିସ ଯୋଦ୍ଧା କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହେବା ପରେ ରବିବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି।...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି...

ଇରାନରେ ଭୂକମ୍ପ

ତେହରାନ,୨୪ା୩: ଇରାନରେ ଶୁକ୍ରବାର ଭୂକମ୍ପ ଅନୁଭୂତ ହୋଇଛି। ଉତ୍ତର-ପଶ୍ଚିମ ଇରାନ ଅଞ୍ଚଳରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଛି। ଏନେଇ ଇଏମ୍‌ଏସ୍‌ସି...

ୟୁକ୍ରେନ୍‌ ପରି ତାଇଓ୍ବାନ ଉପରେ ଆକ୍ରମଣ ହେବା ଆଶଙ୍କା, ୧୭ ଚାଇନା ଯୁଦ୍ଧ ବିମାନ-୩ ଯୁଦ୍ଧ ପୋତ ସୀମାରେ…

ତାଇପେଇ,୧୯।୧୧ : ରୁଷିଆର ୟୁକ୍ରେନ ଉପରେ ଆକ୍ରମଣ ପରେ ଅନ୍ୟ ଏକ ଯୁଦ୍ଧର ବିପଦ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଇୱାନ ଆଡ଼କୁ ନିଜର ଯୁଦ୍ଧ...

ଝିଅ ହେବେ କି କିମ୍‌ଙ୍କ ଉତ୍ତରାଧିକାରୀ

ସିଓଲ,୨୭ା୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। କିନ୍ତୁ ଏଥର ସେ କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ନୁହେଁ...

Advertisement
Archives

Model This Week