Posted inଖେଳ

ଗୀତ ଗାଇଲେ ଧୋନୀ

ନୂଆଦିଲ୍ଲୀ,୫ା୧୨- ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଫିଲ୍ଡଠାରୁ ଗତ ୫ ମାସ ହେଲା ଦୂରେଇ ରହିଛନ୍ତି। ହେଲେ ଭିନ୍ନ ଭିନ୍ନ କାରଣ ଯୋଗୁ ଖବରରେ ରହିଆସୁଛନ୍ତି। ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଧୋନୀ ଲୋକପ୍ରିୟ ହିନ୍ଦୀ ଗୀତ ‘ଜବ କୋଇ ବାତ ବିଗଡ ଯାଏ ’ ଗାଉଥିବାର ଦେଖିବାକୁ ମିଳୁଛି। ଜଣେ ୟୁଜର ଏହାର କ୍ୟାପଶନରେ ଲେଖିଛନ୍ତି, ନିଜ ରିସ୍କରେ ଏହାକୁ ଦେଖନ୍ତୁ। ମାହି ବହୁ ପ୍ରତିଭାର ଅଧିକାରୀ। ତାଙ୍କର ଏହି ଗୀତକୁ ଶେୟାର କରାଯିବା ଦରକାର। ଏହି ଭିଡିଓକୁ ବହୁ ପ୍ରଶଂସକ ପସନ୍ଦ କରିବା ସହ ପଜିଟିଭ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri