ଗୀତ ଗାଇ ସଚେତନ କରାଇଲେ ବିଡିଓ

ଖଇରା, ୧୫।୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ କାର୍ଯ୍ୟରତ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରଥମେ ସେ ଗାଁ ଗହଳିରୁ ମଦ ଜବତ କରିବା ସହ ହାଟରେ ସାମାଜିକ ଦୂରତ୍ୱ ପଦ୍ଧତି ଶିଖାଇଥିଲେ। ମଙ୍ଗଳବାର ସେ ରପେୟା ପଞ୍ଚାୟତକୁ ଯାଇ ଗୀତ ଗାଇ ଲୋକଙ୍କୁ ସଚେତନତା ବାର୍ତ୍ତା ଦେବା ବେଶ ନିଆରା ଥିଲା। ରାଶନ କାର୍ଡ ଓ ନିର୍ମାଣ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ଅର୍ଥକୁ ନେବା ପାଇଁ ଆସିଥିବା ହିତାଧିକାରୀମାନେ ବିଡିଓଙ୍କ ଗୀତରେ ଉତ୍ସାହିତ ହୋଇ ସାମାଜିକ ଦୂରତା ରକ୍ଷା କରି ଜଣକ ପରେ ଜଣେ ଅର୍ଥ ସହିତ ମାସ୍କ ଓ ସାବୁନ ନେଇ ଘରକୁ ଯାଇଥିଲେ ା ଅର୍ଥ ବଣ୍ଟନ କାର୍ଯ୍ୟକ୍ରମରେ ନୂତନ ନିଯୁକ୍ତ ନିର୍ବାହୀ ଅଧିକାରିଣୀ ଆରତୀ ବେହେରା, ସ୍ଥାନୀୟ ସରପଞ୍ଚ ଅଜୟ କୁମାର ସାମଲ, ସମିତିସଭ୍ୟା ଅନୀତା ନାୟକ, ସମାଜମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ତ୍ରିଦୀବ ସୁନ୍ଦର ବରାଳ, ଅନ୍ତରା ସମବାୟ ସମିତି ସମ୍ପାଦକ ବିକାଶ ନାୟକ, ଯନ୍ତ୍ରୀ ନିର୍ମଳକାନ୍ତ ପରିଡା, ଶିକ୍ଷକ ପ୍ରଶାନ୍ତ ତ୍ରିପାଠୀ ଓ ବିନୋଦ ନାୟକ ପ୍ରମୁଖ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବହୁ ତଳିଆ ଗାଁ ଜଳବନ୍ଦୀ

କେନ୍ଦୁଝର,୧୫ା୮ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଅନେକ ଗ୍ରାମ, ବସ୍ତି, ଓ୍ବାର୍ଡ ଜଳବନ୍ଦୀ ହୋଇଛି। ତେବେ ଏନେଇ ପ୍ରଶାସନ...

ବିଶ୍ୱନାଥ ଦାସଙ୍କ ନାଁରେ ହେଉ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌

ବ୍ରହ୍ମପୁର ଅଫିସ,୧୩ା୩: ଶତାଧିକ ବର୍ଷ ତଳେ ବ୍ରିଟିଶ୍‌ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ (ବିମାନ ପଡ଼ିଆ) ଗଞ୍ଜାମ ଜିଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍ତରପ୍ରଦେଶର ପ୍ରାକ୍ତନ...

ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ

କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍‌ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ...

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୭।୧୦: ଶାରଦୀୟ ଦଶହରା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବିଭିନ୍ନ ଶକ୍ତିପୀଠ ଏବଂ ପୂଜାମଣ୍ଡପରେ ମା’ଙ୍କୁ ଆବାହନୀ କରାଯାଉଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ...

ପକ୍ଷୀକୁ ସୁରକ୍ଷା ଦେଉଛନ୍ତି ଗ୍ରାମବାସୀ

କେନ୍ଦୁଝର, ୧୨।୭(ସ୍ବ.ପ୍ର.) କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଏନ୍‌ଏଚ୍‌ ୨୦ କଡ଼ରେ ଥିବା ବଡପଶି ଗ୍ରାମରେ ଶହ ଶହ ବଗ, ଗେଣ୍ତlଳିଆ ଆଦି ଚଢ଼େଇ ଦୁଇଟି...

ଭୁଶୁଡ଼ିଲା ନବନିର୍ମିତ ରେଳପଥ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ,୨୧ା୮(ଡି.ଏନ.ଏ.): ହରିଦାସପୁର-ପାରାଦୀପ ରେଳପଥର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଯଦୁପୁର ନିକଟ ଖସାଡିଠାରେ ବୁଧବାର ସନ୍ଧ୍ୟାରେ ୩୦ଫୁଟ ଚଉଡାର ରେଳପଥ ଭୁଶୁଡି ପଡିଛି। ଏହାକୁ...

ଆଖଣ୍ଡଳମଣିଙ୍କ ପୀଠରେ ମହାଶିବରାତ୍ରୀ

ଆରଡି,୧୧।୩(ଡି.ଏନ୍‌.ଏ.): କୋଭିଡ ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବରୁ ଜିଲା ପ୍ରଶାସନ ବିନାଭକ୍ତରେ ଆଖଣ୍ଡଳମଣି ପୀଠ ଆରଡିରେ ମହାଶିବରାତ୍ରି ଅନୁଷ୍ଠିତ ହେବା ନେଇ ଘୋଷଣା କରିଥିଲା।...

ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା...

Advertisement
Archives

Model This Week