ଗୁଁଡ଼ିଖାଇ: ଠାକୁରଙ୍କୁ ଲାଗିହେଲା ବସନ୍ତଋତୁ ଫଳ

ବିଜେପୁର୯।୩(ଡି.ଏନ୍‌.ଏ.): ନୂଆଁଖାଇ ପରି ଗୁଁଡିଖାଇ ପଶ୍ଚିମ ଓଡ଼ିଶାର ଏକ କୃଷିଭିତ୍ତିକ ପର୍ବ। ତେଣୁ ବରଗଡ଼ ଜିଲା ବିଜେପୁର ବ୍ଲକର ପୁରପଲ୍ଲୀରେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗୁଁଡିଖାଇ ପର୍ବ ସୋମବାର ପାଳିତ ହୋଇଯାଇଛି। ବଡି ଭୋରରୁ ଘରର ଇଷ୍ଟ ଦେବଦେବୀଙ୍କ ନିକଟରେ ବସନ୍ତ ଋତୁରେ ମିଳୁଥିବା ଆମ୍ବ, ଚାର, ମହୁଲ, କେନ୍ଦୁ, ଆଁକେଲ ସହ ଚଣା, ଗୁଡ, ସାଗରପଟି ଆଦିକୁ ପଳାଶ ପତ୍ରର ଚଉପଦୀରେ ରଖି ଭୋଗ ଲଗାଯାଇଥିଲ। ଏହା ସହିତ ଠାକୁରଙ୍କୁ ପଳାଶ ଫୁଲ ଓ ଫଗୁ ଲାଗି କରାଯାଇଥିଲା। ଚଳିତ ବର୍ଷ ଲାଗି ହୋଇଥିବା ଏହି ଫଳଗୁଡିକ ପ୍ରଚୁର ପରିମାଣରେ ଅମଳ ହେଉ ବୋଲି ଠାକୁରଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଠାକୁରଙ୍କ ନିକଟରେ ଏହି ଫଳଫୁଲ ଲାଗି ନ ହେବାଯାଏଁ ଏହାକୁ ଖାଇବା ତ ଦୂରର କଥା ଘରକୁ ଆଣିବା ମଧ୍ୟ ପାପ ବୋଲି ଲୋକବିଶ୍ୱାସ ରହିଛି। ଭୋଗ ପରେ ଘରର ମୁଖିଆ ସମସ୍ତଙ୍କୁ ଏହି ପ୍ରସାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା...

୧୦୬ ଏମରଜେନ୍ସି ରେସପନ୍ସ ଗାଡ଼ିର ଶୁଭାରମ୍ଭ

କଟକ ଅଫିସ,୫ା୪: ରାଜ୍ୟରେ ଜରୁରିକାଳୀନ ସେବା ଭିତ୍ତିଭୂମିରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ପୋଲିସର ମିଳିତ ଆନୁକୂଲ୍ୟରେ ରାଜ୍ୟରେ ଏମରଜେନ୍ସି ରେସପନ୍ସ...

ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ...

କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ...

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ...

ନବମ ଶ୍ରେଣୀ ଛାତ୍ରୀ ହେଲେ ମାଆ: ପୋଲିସ ତନାଘନା ଆରମ୍ଭ

କେନ୍ଦୁଝର,୨୭ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡି,୨୪ା୧୦(ଡି.ଏନ୍‌.ଏ.): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ପାରଦ ତଳମୁହାଁ ହେଉଛି। ସେପଟେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ...

ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟିଲା

ବାଲିକୁଦା,୨୩ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କୁଶୁପୁର ପଞ୍ଚାୟତର ସମୁଦ୍ରକୂଳ ଆକାଶିଆ ଜଙ୍ଗଲରୁ ବଣଭୋଜି ସାରି ଫେରୁଥିବାବେଳେ ରବିବାର ସନ୍ଧ୍ୟାରେ ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା...

Advertisement
Archives

Model This Week