ଗୁଗଲ ଦେଖାଉଛି ଆଶ୍ରୟସ୍ଥଳ

ନୂଆଦିଲ୍ଲୀ, ୭ା୪: କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ବହୁଗୁଣିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁଗଲ ସେମାନଙ୍କୁ ସାହାଯ୍ୟ କରିବା ଲାଗି ଏକ ଅଭିନବ ପନ୍ଥା ବାହାର କରିଛି। ଭାରତର ୩୦ ସହରରେ ପ୍ରତିଷ୍ଠା କରାଯାଇଥିବା ଖାଦ୍ୟ ଯୋଗାଣ ଓ ଆଶ୍ରୟସ୍ଥଳୀରେ ସେମାନେ ଯେପରି ପହଞ୍ଚତ୍ପାରିବେ ସେଥିଲାଗି ଗୁଗଲ ସେହି ରିଲିଫ୍‌ ସେଣ୍ଟରଗୁଡ଼ିକର ଅବସ୍ଥିତି ଚିହ୍ନଟ କରି ଦେଖାଇବା ଆରମ୍ଭ କରିଛି। ଏଥିଲାଗି ଗୁଗଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହ ସମନ୍ବୟ ରଖି କାର୍ଯ୍ୟ କରୁଛି। ବର୍ତ୍ତମାନର ଜରୁରୀ ସମୟରେ ଗରିବମାନଙ୍କୁ ସାହାଯ୍ୟ କରିବା ସକାଶେ ଆମେ ସମାଧାନର ପନ୍ଥା ବାହାର କରିଛୁ। ଲୋକେ ଏହି ସ୍ଥାନଗୁଡ଼ିକର ଅବସ୍ଥିତି ସମ୍ପର୍କରେ ଗୁଗଲ ମ୍ୟାପ୍‌, ସର୍ଚ୍ଚ ଓ ଗୁଗଲ ଆସିଷ୍ଟାଣ୍ଟ ଜରିଆରେ ଜାଣିପାରିବେ ବୋଲି ଗୁଗଲ ଇଣ୍ଡିଆର ସିନିୟର୍‌ ପ୍ରୋଗ୍ରାମ ମ୍ୟାନେଜର ଅନଲ ଘୋଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?