Posted inଜାତୀୟ

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ ଖାଇ ନଷ୍ଟ କରିଦେଉଥିବାରୁ ତା’ର ପ୍ରତିକାର ପାଇଁ କେନ୍ଦ୍ର ସରକାର ସେଠାକୁ ୧୧ଟି ଟିମ୍‌ ପଠାଇଛନ୍ତି। ଗତ କିଛିଦିନ ମଧ୍ୟରେ ଗୁଜରାଟର ବନସକଣ୍ଠା, ମେହସାନା, କଚ୍ଛ, ପାଟନ ଏବଂ ସାବରକଣ୍ଠା ଜିଲାରେ ପଶି ସୋରିଶ, ମଧୁରୀ, ଜିରା, କପା, ଆଳୁ, ଗହମ ଓ ଜାଟ୍ରୋଫା ଫସଲ ନଷ୍ଟ କରିବାରେ ଲାଗିଛନ୍ତି। କେନ୍ଦ୍ରୀୟ ଟିମ୍‌ ଫସଲରେ କୀଟନାଶକ ସିଞ୍ଚନ କରିବା ସହ ସ୍ଥିତି ସୁଧୁରିବା ଯାଏ ସେଠାରେ ରହିବେ। କୀଟନାଶକ ସିଞ୍ଚନ ପାଇଁ ରାଜ୍ୟ ସରକାର ଡ୍ରୋନ୍‌ର ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଗାୟିକା ଶାନ୍ତି ହୀରାନନ୍ଦଙ୍କ ପରଲୋକ

ନୂଆଦିଲ୍ଲୀ,୧୧ା୪(ପି.ଟି): ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶାନ୍ତି ହୀରାନନ୍ଦ ଚାଓ୍ବଲାଙ୍କର ଶୁକ୍ରବାର ସକାଳେ ଗୁରୁଗ୍ରାମ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୭...

ପ୍ରବାସୀଙ୍କ ପାଇଁ ଆସନ୍ତା ୧୦ ଦିନରେ ଚାଲିବ ୨ହଜାର ୬ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୩।୫: ରେଳ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଶନିବାର କରାଯାଇଥିବା ଏକ ମିଳିତ ଖବରଦାତା ସମ୍ମିଳନୀରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂଣ୍ଣ୍ୟ ସଲିଳା ଶ୍ରୀବାସ୍ତବ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି।...

କୁକୁର ନେଲା କରୋନା ଟିକା

ଗୋରଖପୁର,୧୩।୧: ଆଉ ମାତ୍ର ଦୁଇ ଦିନ ପରେ କରୋନା ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ ଉତ୍ତର ପ୍ରଦେଶର ଗୋରଖପୁର ଜିଲାର ପ୍ରାଣୀ ଚିକିତ୍ସକମାନେ...

ପୁଲଓ୍ବାମାରେ ୨ଜଣଙ୍କୁ ଅପହରଣ କଲେ ଆତଙ୍କବାଦୀ: ଜଣଙ୍କୁ ହତ୍ୟା

ଶ୍ରୀନଗର,୨୭।୮ : ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲରେ ସୋମବାର ସନ୍ଧ୍ୟାରେ ୨ଜଣ ବ୍ୟକ୍ତିଙ୍କୁ ଆତଙ୍କବାଦୀ ଅପହରଣ କରନେଇଛନ୍ତି। ଅପହରଣ କରିଥିବା ୨ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କୁ ହତ୍ୟା...

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ...

ଦୁଇ ଯୁବତୀ ଗୋଷ୍ଠୀଙ୍କ ମଧ୍ୟରେ ମାଡ଼ପିଟ୍‌, ଭାଇରାଲ ହେଉଛି ଭିଡିଓ

ରାଞ୍ଚି,୨୨ା୭: ଯୁବଗୋଷ୍ଠୀ ମାଡ଼ପିଟ୍‌ ହେବାର ଦେଖିଥିବେ, ମାତ୍ର ଦୁଇ ଯୁବତୀ ଗୋଷ୍ଠୀ ମାଡ଼ପିଟ୍‌ ହେବାର ଦେଖିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ଝାଡ଼ଖଣ୍ଡରୁ ଏପରି ଏକ ଭିଡିଓ...

ଛପା ଯାଉନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୧୫।୩ – ଦୁଇ ବର୍ଷ ହେଲା ଦୁଇ ହଜାର ଟଙ୍କିଆ ନୋଟ୍‌ ଛପା ପ୍ରକ୍ରିୟା ବନ୍ଦ ଅଛି। ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ...

Advertisement


Archives

Model This Week