Posted inଜାତୀୟ

ଗୁଜରାଟ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କରରେ ବିସ୍ଫୋରଣ

ଗାନ୍ଧୀନଗର, ୩୦।୧୨: ଗୁଜରାଟରେ ଏକ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କର ଗୋଦାମରେ ସୋମବାର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ କାଣ୍ଡଲା ବନ୍ଦର ଓ ଇଣ୍ଡିଆନ ଅଏଲ୍‌ ରିଫାଇନେରି ପାଖରେ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ନିଖୋଜ ଥିବା ନେଇ ପୋଲିସ ସୂଚନା ଦେଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିସହ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଙ୍ଗାକାରୀଙ୍କ ଉପରେ ଡ୍ରୋନ୍‌ରୁ ପକାଯିବ ଲୁହବୁହା ଗ୍ୟାସ ସେଲ …

ନୂଆଦିଲ୍ଲୀ, ୩।୯ : ସୀମା ସୁରକ୍ଷା ବଳ (ବିଏସଏଫ)ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରୋନ ପ୍ରସ୍ତୁତ କରାଯାଇଛି। ଏହୀ ଡ୍ରୋନ୍‌ ଆକାଶରେ ଉଡ଼ିବୁଲି ଦଙ୍ଗାକାରୀଙ୍କ ଉପରେ ଲୁହବୁହା...

ରାହୁଲ ଗାନ୍ଧୀ ଜଣେ ଅସଫଳ ରାଜନେତା: ଭାଜପା

ନୂଆଦିଲ୍ଲୀ,୧୭।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନେକ ସମୟରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଛନ୍ତି। ଦିନକ ପୂର୍ବରୁ ରାହୁଲ ଭାଜପା...

ଦିଲ୍ଲୀ ଉପରେ ବନ୍ୟା ସଙ୍କଟ

ନୂଆଦିଲ୍ଲୀ,୧।୮: ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଯମୁନା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏପରିକି ଯମୁନାରେ ବିପଦ ସଂକେତ ୨୦୫.୩୩...

ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ...

ବିଦ୍ୟୁତ୍‌ ସଙ୍କଟ ପାଇଁ ଭାଜପା ନୁହେଁ, ୬୦ବର୍ଷ ଶାସନକାଳ ଦାୟୀ

ନୂଆଦିଲ୍ଲୀ,୩୦।୪: କଗ୍ରେସର ବରିଷ୍ଠ ନେତା ପି.ଚିଦାମ୍ବରମ ଶନିବାର ଦେଶବ୍ୟାପି କୋଇଲା ସଙ୍କଟ ଉପରେ ପ୍ରତିକ୍ରିୟା ରଖିଛନ୍ତି। ଦେଶରେ ପ୍ରଚୁର ମାତ୍ରାରେ କୋଇଲା ମହଜୁଦ ରହିଛି, ବୃହତ...

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ୨ ଦିନ ଭିତରେ ଲକ୍‌ଡାଉନ୍‌ ନିଷ୍ପତ୍ତି

ମୁମ୍ବାଇ,୧୧।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ସରକାର ରବିବାର ରାଜ୍ୟ କୋଭିଡ ଟାସ୍କ ଫୋର୍ସ ସହିତ ଏକ ଗୁରୁତ୍ୱପୂର୍ଣ୍ଣ...

ସ୍ବାଧୀନତା ଦିବସର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ…

ନୂଆଦିଲ୍ଲୀ, ୧୧।୮ ସ୍ବାଧୀନତା ଦିବସ ଉପଲକ୍ଷେ ୯ ଅଗଷ୍ଟରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ ଅଂଶଗ୍ରହଣ କରିଛନ୍ତି।...

ଶିକ୍ଷକ ନିଯୁକ୍ତି ଦୁର୍ନୀତିକୁ ମହାଭାରତ ଯୁଦ୍ଧ ସହ ତୁଳନା କଲା ଇଡି

କୋଲକାତା,୨୧।୩: ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ପଶ୍ଚିମବଙ୍ଗର ଶିକ୍ଷକ ନିଯୁକ୍ତି ଦୁର୍ନୀତିକୁ କୁରୁକ୍ଷେତ୍ର ଅର୍ଥାତ୍‌ ମହାଭାରତ ଯୁଦ୍ଧ ସହିତ ତୁଳନା କରିଛି। ଇଡି ପକ୍ଷରୁ କୁହାଯାଇଛି ଯେ,...

Advertisement
Archives

Model This Week