ରାଇରଙ୍ଗପୁର,୧୬ା୫(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ ଗୁଜରାଟ ଓ ତାମିଲନାଡୁରେ ଫସି ରହିଥିବା ୨୩ ପ୍ରବାସୀ ଓଡ଼ିଆ ଶୁକ୍ରବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳକୁ ଫେରି ଆସିଛନ୍ତି। ଶ୍ରମିକ ଟ୍ରେନ୍ ଯୋଗେ ସେମାନେ ବାଲେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ନିଜ ନିଜ ଅଞ୍ଚଳକୁ ଆସିଥିଲେ। ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍ କେନ୍ଦ୍ରକୁ ପଠାଯାଇଛି। ଫେରନ୍ତା ପ୍ରବାସୀଙ୍କ ମଧ୍ୟରେ ୧୩ ଜଣ ତିରିଂ ବ୍ଲକର, ୩ କୁସୁମୀ ବ୍ଲକର, ୫ ଜଣ ଯାମଦା ବ୍ଲକର ଓ ୨ଜଣ ରାଇରଙ୍ଗପୁର ଅଞ୍ଚଳର ବୋଲି ସୂଚନା ମିଳିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ
ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…
ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…
ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…
ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…
ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…
ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…
କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…
ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା
ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…
ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା
ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…
କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…
ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…
Archives

