Posted inଜାତୀୟ

ଗୁଜରାଟ ଦଙ୍ଗା ପରେ ମୋଦିଙ୍କୁ ବରଖାସ୍ତ କରିବାକୁ ଚାହୁଁଥିଲେ ବାଜପେୟୀ: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୧ା୫: ଗୁଜରାଟ ଦଙ୍ଗା ପରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବରଖାସ୍ତ କରିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଚାହୁଁଥିଲେ। ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ବନ୍ତ ସିହ୍ନା ପ୍ରକାଶ କରିଛନ୍ତି। ୨୦୦୨ ଦଙ୍ଗା ପରେ ବାଜପେୟୀଙ୍କ ଏଭଳି ନିଷ୍ପତ୍ତିୀ ବାଧା ଦେଇଥିଲେ ତତ୍କାଳୀନ ସୌରାଷ୍ଟ୍ର ମନ୍ତ୍ରୀ ଲାଲ୍‌କୃଷ୍ଣ ଆଡଓ୍ବାଣୀ। ସେ ସୌରାଷ୍ଟ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚେତାବନୀ ଦେଇଥିଲେ। ଫଳରେ ମୋଦି ରକ୍ଷା ପାଇଥିଲେ ବୋଲି ସେ କହିଛନ୍ତି। ଏକ ସାକ୍ଷାତ୍‌କାର କାର୍ଯ୍ୟକ୍ରମରେ ସିହ୍ନା ଏପରି କହିଛନ୍ତି। ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଅଭିଷେକଙ୍କୁ ବଡ଼ ଆଶ୍ୱସ୍ତି, ହେଲେ କରିପାରିବେନି ବିଦେଶ ଯାତ୍ରା

କୋଲକାତା,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ତୃଣମୂଳ କଂଗ୍ରେସ ନେତା ଏବଂ ଏମପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି।…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri