Posted inଜାତୀୟ

ଗୁଜରାଟ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୧: ଗୁଜରାଟ ଦଙ୍ଗା ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ସରଦାରପୁରା ଗ୍ରାମର ୧୭ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ନେତୃତ୍ୱ ସେ ବସିଥିବା ଖଣ୍ଡପୀଠ ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ସମୟ ମଧ୍ୟରେ ଏମାନଙ୍କୁ ସାମଜିକ କାର୍ଯ୍ୟ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ର ମମତା: ୫ ବର୍ଷର ରୋଗୀଣା ପୁଅକୁ ଦେଖିବାକୁ ୧୮ଶହ କିଲୋମଟିର ଗାଡ଼ି ଚଳାଇ ପହଞ୍ଚିଲେ ମହିଳା

ଜାମସେଦପୁର,୨୮।୭: କୁହାଯାଏ ମା’ର ମମତା ସବୁଠାରୁ ନିଆରା। ସେ ନିଜ ପିଲାର ସୁରକ୍ଷା ପାଇଁ ସାତ ସମୁଦ୍ର ତେର ନଈ ପାର କରିପାରେ। ଏବେ ଏମିତି...

ଓ୍ବାୟନାଡରେ ବନ୍ୟା ପୀଡ଼ିତଙ୍କୁ ରିଲିଫ ବାଣ୍ଟିଲେ ରାହୁଲ

ଓ୍ବାୟନାଡ:୧୨।୮: କଂଗ୍ରେସ ନେତା ଓ ଓ୍ବାୟନାଡ ଏମ୍‌ପି ରାହୁଲ ଗାନ୍ଧୀ ନିଜ ସଂସଦୀୟ କ୍ଷେତ୍ର ଗସ୍ତରେ ଅଛନ୍ତି। କେରଳ ଓ୍ବାୟନାଡରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ...

କରୋନା ଭାଇରସ ଭୟରେ ଫିକା ପଡିଲା ହୋଲି!

ନୂଆଦିଲ୍ଲୀ,୧୦।୩: ରଙ୍ଗର ପର୍ବ ହୋଲି ସାରା ଦେଶରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କିନ୍ତୁ ଏହି ପର୍ବ ସାମାନ୍ୟ ଫିକା ପଡିଥିବା ପରିଲକ୍ଷିତ ହୋଇଛି।...

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା

ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ...

ଜାହାଜ ଉପରେ ଯୋଗ ଅଭ୍ୟାସ କଲେ ନୌସେନା

ନୂଆଦିଲ୍ଲୀ,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଯୋଗ ଶିବିରମାନ ଆୟୋଜନ କରାଯାଉଛି। ଏହି କ୍ରମରେ ନୌସେନା କର୍ମଚାରୀମାନେ ମଧ୍ୟ ଯୋଗ ଅଭ୍ୟାସ...

ଦିଲ୍ଲୀର ଡିଜିଏଚ୍‌ଏସ୍‌ କୋଠାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫।୭: ଦିଲ୍ଲୀର କାରକାରଦୁମା ଅଞ୍ଚଳରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ହେଲ୍‌ଥ ସର୍ଭିସ (ଡିଜିଏଚ୍‌ଏସ୍‌) କାର୍ଯ୍ୟାଳୟ ଥିବା ସୁଉଚ୍ଚ ଅଟାଳିକାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ...

ଚନ୍ଦ୍ରୟାନ-୨ରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର

ବେଙ୍ଗାଲୁରୁ,୨।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋର)ର ବୈଜ୍ଞାନିକ ସୋମବାର ଅର୍ଥାତ ସେପ୍ଟେମ୍ବର ୨ ଦିନ ପ୍ରାୟ ୧ଟା ୩୦ରେ ଚନ୍ଦ୍ରୟାନ-୨ର ଅର୍ବିଟରରୁ ବିକ୍ରମ ଲ୍ୟାଣ୍ଡରକୁ ଅଲଗା...

ପଦ ହରାଇଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହି ବିବାଦ ଘେରକୁ ଚାଲି ଯାଇଥିଲେ। ଏବେ ଏହା...

Coronavirus Update


Archives

Model This Week

Why Dharitri