Posted inଜାତୀୟ

ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଲେ ନାନାବତୀ କମିଶନ

ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଥିବା ମୋଦି ବିନା ସୂଚନାରେ ଗୋଧ୍ରା ଗସ୍ତ କରିଥିବା ଅଭିଯୋଗ ହୋଇଥିଲା। ତେବେ ନାନାବତୀ କମିଶନଙ୍କ ପକ୍ଷରୁ କୁହାଯାଇଛି ଯେ, ମୋଦିଙ୍କ ଗୋଧ୍ରା ଗସ୍ତ ସମ୍ପର୍କରେ ପ୍ରଶାସନ ପାଖରେ ପୂର୍ବରୁ ସୂଚନା ରହିଥିଲା। ସେହିପରି ଗୋଧ୍ରା କାଣ୍ଡ ପରେ ମୁଖ୍ୟମନ୍ତ୍ରୀଙ୍କ ଆବାସରେ କିଛି ଅଧିକାରୀଙ୍କ ବୈଠକ ହୋଇଥିଲା। ବୈଠକରେ ପୋଲିସକୁ କୌଣସି ପଦକ୍ଷେପ ନ ନେବା କୁହାଯାଇଥିଲା। ତେବେ ଏହାର ପ୍ରମାଣ ମିଳି ନ ଥିବା ନାନାବତୀ କମିଶନଙକ୍କ ରିପୋର୍ଟରେ ଦର୍ଶାଯାଇଛି। ଗୁଜରାଟ ଦଙ୍ଗା ପ୍ରାୟୋଜିତ ନ ଥିଲା ବୋଲି କମିଶନଙ୍କ ରିପୋର୍ଟରେ ପ୍ରକାଶ ପାଇଛି। କମିଶନଙ୍କ ପକ୍ଷରୁ ଆଇପିଏସ୍‌ ଆର୍‌.ବି. ଶ୍ରୀକୁମାର, ରାହୁଲ ଶର୍ମା ଏବଂ ସଞ୍ଜିବ ଭଟ୍ଟ ତଥ୍ୟର ଯାଞ୍ଚ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେପି ସର୍ତ୍ତର ଉତ୍ତର ରଖିଲେ ହୁଡ୍ଡା

ନୂଆଦିଲ୍ଲୀ,୨୫।୧୦: ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ହରିୟାଣାରେ ସରକାର ଗଠନକୁ ନେଇ କିଛି ମତ...

ସ୍ଥିତି ଅଣାୟତ୍ତ, ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଛତିଶଗଡ଼ରେ ୫ ଯବାନ ସହିଦ

ରାୟପୁର,୩।୪: ଛତିଶଗଡ଼ରେ ଶନିବାର ଅପରାହ୍ନରେ ମାଓବାଦୀମାନଙ୍କ ସହ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା...

ଡାକ୍ତରୀ, ଇଞ୍ଜିନିୟରିଂ ପାଇଁ ହେବ ଗୋଟିଏ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ,୧୩ା୮: ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା ପ୍ରସ୍ତାବ ଉପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କାର୍ଯ୍ୟ କରୁଛି। ଏନ୍‌ଇଇଟି...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ...

କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ...

ଆମ କୃଷକଙ୍କ ଦାବି ପୂରଣ କର : ଦିଲଜୀତ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକଙ୍କ ସପକ୍ଷରେ ବାହାରିଛନ୍ତି ପଞ୍ଜାବୀ ସିଙ୍ଗର ଓ ଆକ୍ଟର ଦିଲଜୀତ ଦୋସାଞ୍ଜ। ସେ ଶନିବାର ଦିଲ୍ଲୀ-ହରିୟାଣା ସୀମା (ସିଙ୍ଘୁ...

କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ

ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ...

Advertisement
Archives

Model This Week