Posted inଖେଳ

ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସର ବିଜୟ

ଚେନ୍ନାଇ, ୨୪ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ ସିଜନ-୭ରେ କ୍ରମାଗତ ୬ଟି ମ୍ୟାଚରେ ପରାଜିତ ହେବା ପରେ ବିଜୟ ଲାଭ କରିଛି ଗୁଜରାଟ ଫର୍ଚୁନ୍‌ଜିଆଣ୍ଟ୍ସ୍ସ। ସ୍ଥାନୀୟ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨୯-୨୬ ପଏଣ୍ଟ ବ୍ୟବଧାନରେ ପାଟନା ପାଇରେଟ୍ସକୁ ପରାସ୍ତ କରିଛି। ରୋହିତ ଗୁଲିଆଙ୍କ ସୁପର ୧୦ (୧୦ରେଡ୍‌ ପଏଣ୍ଟ) ମ୍ୟାଚର ଗତିପଥ ବଦଳାଇ ଦେଇଥିଲା। ଫଳତଃ ପ୍ରଦୀପ ନରଓ୍ବାଲଙ୍କ ପ୍ରଭାବୀ ପ୍ରଦର୍ଶନ ଫିକା ପଡ଼ିଯାଇଥିଲା। ଅନ୍ୟ ଏକ ମ୍ୟାଚରେ ୟୁ ମୁମ୍ବା ୨୯-୨୪ରେ ତାମିଲ ଥଲାଇଭାସକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶା ଓମେନ୍ସ ଫୁଟବଲ ଲିଗ୍‌ : ରେଲ୍‌ଓ୍ବେ, କ୍ରୀଡ଼ା ଛାତ୍ରାବାସ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର...

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି...

ଗମ୍ଭିରଙ୍କ ସହ ବିବାଦ ଉପରେ ମୁହଁ ଖୋଲିଲେ ଅକ୍‌ମଲ

ନୂଆଦିଲ୍ଲୀ,୩୦।୧: ୨୦୧୦ ଏସିୟା କପ୍‌ରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଗୌତମ ଗମ୍ଭିରଙ୍କ ସହ ମୁହଁା ମୁହଁା ହୋଇଥିଲେ ଉଇକେଟକିପର ବ୍ୟାଟର କମରାନ...

ବର୍ଷର ଅନ୍ତର୍ଜାତୀୟ ଇଭେଣ୍ଟ ବାତିଲ କଲା ଚାଇନା

ବେଜିଂ, ୧୦ା୭ (ଏପି)-ବର୍ଷର ଅବଶିଷ୍ଟ ସମୟରେ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ନ କରିବା ଲାଗି ଚାଇନା ନିଷ୍ପତ୍ତି ନେଇଛି। ତେବେ ୨୦୨୨ରେ ବେଜିଂ...

ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌: ଭାରତର ଆଉ ୫ ପଦକ ନିଶ୍ଚିତ

ଦୁବାଇ, ୨୭।୫(ପି.ଟି.)- ତିନି ମହିଳାଙ୍କୁ ମିଶାଇ ଭାରତର ଆଉ ୫ ବକ୍ସର ଏଠାରେ ଚାଲିଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ପଦକ ନିଶ୍ଚିତ କରିଛନ୍ତି। ଏହି ବକ୍ସରମାନେ...

ଇଣ୍ଡିଆନ ସୁପର ଲିଗ୍‌: ବିପିନଙ୍କ ହ୍ୟାଟ୍ରିକ, ଓଡ଼ିଶା ଏଫ୍‌ସିର ଶୋଚନୀୟ ପରାଜୟ

ବାମ୍ବୋଲିମ୍‌,୨୫।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସି ୬-୧ ଗୋଲରେ ଓଡ଼ିଶା ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଜିଏମ୍‌ସି...

ପହଞ୍ଚିଲେ ଟିମ୍‌ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ ଖେଳାଳି

ଭୁବେନଶ୍ୱର,୧୯।୧୨- ଘରୋଇ ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍‌ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ।...

ସମାଲୋଚିତ ହେବା ପରେ ନେତୃତ୍ୱ ଛାଡ଼ିଲେ

ଢାକା,୩୧।୫: ବାଂଲାଦେଶ ଟେଷ୍ଟ ଅଧିନାୟକ ମୋମିନୁଲ ହକ୍‌ ମଙ୍ଗଳବାର ନିଜ ପଦରୁ ଓହରି ଯାଇଛନ୍ତି। ଚଳିତ ବର୍ଷ ନିଜର ଖରାପ ପ୍ରଦର୍ଶନ କାରଣରୁ ସେ ବ୍ୟାଟିଂ...

Advertisement
Archives

Model This Week