ଗୁଜରାଟ, ମହାରାଷ୍ଟ୍ରରୁ ଆସୁଛନ୍ତି ୧୦୯ ପ୍ରବାସୀ

ଅନୁଗୋଳ ଅଫିସ, ୯।୫- ମହାରାଷ୍ଟ୍ର ଓ ଗୁଜରାଟରୁ ଓଡ଼ିଶାକୁ ଆସୁଥିବା ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଅନୁଗୋଳ ଜିଲାର ୧୦୯ ଜଣ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶ୍ରମିକମାନେ ପହଞ୍ଚତ୍ବା ପରେ ସେମାନଙ୍କୁ ସ୍ବତନ୍ତ୍ର ବସ୍‌ରେ ଅନୁଗୋଳ ଅଣାଯିବ। ଏହାପରେ ଅନୁଗୋଳରୁ ସେମାନଙ୍କ ଅଞ୍ଚଳକୁ ପଠାଯାଇ କ୍ବାରାଣ୍ଟାଇନ୍‌ରେ ରଖାଯିବ। ଏ ନେଇ ଜିଲାରେ ଥିବା ୮ଟି ବ୍ଲକର ବିଡିଓଙ୍କୁ ପ୍ରସ୍ତୁତ ରହିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ...

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ,...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ବନ୍ତଳା, ୭ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଦୀର୍ଘ ୧୫ ଦିନ ହେଲାଣି ବିପଦସଙ୍କୁଳ ଅବସ୍ଥାରେ ରହିଛି।...

ହାତୀ ଉଜାଡିଲେ ଧାନ ଫସଲ

ମାଧପୁର/ବଇଣ୍ଡା, ୧୨ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମୁଚ୍ଛପୁର ଗ୍ରାମରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବିଲରେ ପଶି ଚାଷୀମାନଙ୍କ ଧାନ ଫସଲ ଉଜାଡିବା...

ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ

ଅନୁଗୋଳ ଅଫିସ୍‌, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ...

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା...

ଆଜିଠାରୁ ଦୋକାନ ଉଚ୍ଛେଦ

ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ପଲସ୍ତରା ଖସିବା ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଫାଟକକୁ ମେଡିକାଲ...

ମ୍ୟାଜିକ୍‌ ବଦଳାଇଛି ଜୀବନ ମୋଡ଼

ଅନୁଗୋଳ ଅଫିସ୍‌, ୧୬।୩ (ଅମିତ କୁମାର ସାମଲ) : ପୋଲିସ ବିଭାଗରେ ଚାକିରି କରି ବି ମନରେ ସନ୍ତୋଷ ନ ଥିଲା। ଚାକିରି ସହ ଅନ୍ୟ କିଛି...

Advertisement
Archives

Model This Week