ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର ଟିମ୍‌ ଚଢ଼ାଉ କରିବା ସହ ପ୍ରାୟ ୨୦ଲକ୍ଷ ଟଙ୍କାର ଗୁଟ୍‌ଖା ନିର୍ମାଣ ପାଇଁ କଞ୍ଚାମାଲ, ମେଶିନ ଓ ଯନ୍ତ୍ରାଂଶ ଜବତ କରିଛି। କାରଖାନା ମାଲିକ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ସମେତ ନିୟୋଜିତ ୪ଶ୍ରମିକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ସୋମବାର ସନ୍ଧ୍ୟାର କୋର୍ଟ ଚାଲାଣ କରାଯାଇଛି ବୋଲି ଏସ୍‌ଡିପିଓ ପ୍ରଧାନ କହିଛନ୍ତି। ହିଞ୍ଜିଳି ଥାନାରେ ନଂ. ୧୬୧/୨୦ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ...

ନିଜ ହାତ ପାପୁଲି କାଟିଦେଲେ ଯୁବକ

ଦିଗପହଣ୍ଡି,୨୩ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ପି. ସମେଶ୍ୱର ନାମକ ଜଣେ ଯୁବକ ଶୁକ୍ରବାର ସନ୍ଧ୍ୟାରେ ତାଙ୍କ ବାମହାତ ପାପୁଲିକୁ କାତିରେ...

ଭୋଜିଭାତ କରି ଆନନ୍ଦରେ ପାଳିଲେ ଇଦ

ସୋରଡା, ୨୨।୪: ସୋରଡାରେ ପବିତ୍ର ରମଯାନ ମାସର ଶେଷଦିବସ ଓ ଇଦ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଛି । ଶୁକ୍ରବାର ସାରେ ମସଜିଦ ପରିସରରେ ଆୟୋଜିତ...

ବେଳାଭୂମି ସଫେଇରେ ସମର୍ପିତ ଦୁଇ ଯୁବକ

ଭୁବନେଶ୍ୱର, ୧୬ା୯(ଅସମାପିକା ସାହୁ): ପ୍ରତିବର୍ଷ ସେପ୍ଟେମ୍ବର ତୃତୀୟ ଶନିବାରକୁ ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା ଦିବସ ଭାବେ ପାଳନ କରାଯାଉଛି। ବେଳାଭୂମି ସହ ସମୁଦ୍ରକୁ ପ୍ରଦୂଷଣରୁ ସୁରକ୍ଷା...

୪୨ ତୁମ୍ବର ବିନ୍ଧ, ୨୪ ଚକ କାମ ଶେଷ

ପୁରୀ ଅଫିସ, ୧୯ା୫: ଶ୍ରୀନହର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସୋମବାର ସୁଦ୍ଧା ସମସ୍ତ ୪୨ ତୁମ୍ବର ବିନ୍ଧ କାମ ଶେଷ ହୋଇଛି। ତିନିରଥର...

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ...

ଓଡ଼ିଶାରୁ ବଢ଼ୁଛି ଆଇଏସ୍‌ଆଇ ଲିଙ୍କ୍‌

ଭୁବନେଶ୍ୱର(ବ୍ୟୁରୋ),୧୨ା୬: ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆତଙ୍କବାଦୀ, ଅନ୍ତଃରାଷ୍ଟ୍ରୀୟ ଅପରାଧୀଙ୍କ ସହ ଲିଙ୍କ୍‌ ରହୁଥିବା କ୍ରମାଗତ ଭାବେ ଦେଖିବାକୁ ମିଳିଲାଣି। ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ର କେତେଜଣ...

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲା ମଦ, ଜଣେ ଗିରଫ

ଶେରଗଡ଼,୧୮ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର ୧୦୦ ମିଟର ମଧ୍ୟରେ ଧାରା ୧୪୪ ଲାଗୁ ହୋଇଛି। ଏହାସତ୍ତ୍ୱେ ବି ଅନ୍ତେବାସୀଙ୍କ ନିକଟରେ ବାହାର ଜିନିଷ ପହଞ୍ଚୁଥିବା...

Advertisement
Archives

Model This Week