ଗୁଡଭେଲା, ତୁଷୁରାରେ ପୋଲିସ ଫ୍ଲାଗ୍‌ ମାର୍ଚ୍ଚ

ଗୁଡଭେଲା,୬।୪(ଡିଏନଏ): କଳାହାଣ୍ଡି ଜିଲାରେ କରୋନା ପଜିଟିଭ ବାହରିବା ପରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଓ ତୁଷୁରା ସହରରେ ସୋମବାର ପୋଲିସ ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ ସହ ଲୋକଙ୍କୁ ସଚେତନ କରାଯାଇଛି। ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ତୁଷୁରା ସହରର ମୁଖ୍ୟ ରାସ୍ତା ଓ ଗଳିଗୁଡ଼ିକରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯିବା ସହ ଅତ୍ୟାବଶ୍ୟକ କାର୍ଯ୍ୟ ନ ଥିଲେ ଘରୁ ନ ବାହାରିବା ପାଇଁ ଅନୁରୋଧ କରାଯାଇଛି। ଏହି ସମୟରେ ଏନ୍‌ଏସି କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ଓ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସେହିପରି ସୋମବାର ପର୍ଯ୍ୟନ୍ତ କଟକଣା ନ ମାନିବା ଅଭିଯୋଗରେ ପୋଲିସ ପକ୍ଷରୁ ୩୩ଟି ମାମଲା ରୁଜୁ କରାଯାଇଥିବା ବେଳେ ୧୫ଟି ବାଇକ ଜବତ ହୋଇଛି। ଏଥିସହ ପ୍ରାୟ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ତୁଷୁରା ଥାନାଧିକାରୀ ଯଶୋବନ୍ତ ପ୍ରଧାନୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା

ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା...

ଦୀର୍ଘ ଦିନର କଟକଣା ପରେ କାଲିଠୁ ଖୋଲିବ ଧବଳେଶ୍ୱରଙ୍କ ପୀଠ

କଟକ ଅଫିସ, ୭।୧: ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ। କରୋନା କଟକଣା ମଧ୍ୟରେ ସକାଳୁ ବାବା ଧବଳେଶ୍ୱରଙ୍କ ପୀଠ ଖୋଲାଯିବ। ଏ ନେଇ...

କରୋନାରେ ପଦ୍ମଶ୍ରୀ ନିର୍ମଳ ସିଂଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୪: ସ୍ବର୍ଣ୍ଣ ମନ୍ଦିରରର ପୂର୍ବତନ ହଜୁରି ରାଗି ଜିଆନି ନିର୍ମଳ ସିଂଙ୍କର କରୋନା ଭାଇରସ ସଂକ୍ରମଣରେ ଗୁରୁବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିକିଟରେ ସେ...

ଜାତୀୟ ରାଜପଥ ସଂପ୍ରସାରଣ : ଅବାଧ ଗଛକଟା, ରାସ୍ତାରେ ଅଟକି ରହୁଛି ଯାନବାହନ

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। ଏଥିପାଇଁ ବନ ବିଭାଗର କର୍ପୋରେଶନ ପକ୍ଷରୁ...

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ...

କରୋନା ଆକ୍ରାନ୍ତ ଥିବା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଲେ ସରପଞ୍ଚ: ଗୋଟିଏ ଦିନ ପୂର୍ବରୁ ଉପସ୍ଥିତ ଥିଲେ ରକ୍ତଦାନ ଶିବିରରେ

କୋରୁକୋଣ୍ଡା,୧୧।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ସରପଞ୍ଚ ବଂଶୀଧର ମୁଦୁଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ସୋସିଆଲ ମିଡିଆ...

ପୁଣି ଚର୍ଚ୍ଚାରେ ଡାବୁଗାଁ ବିଧାୟକ: ଗର୍ଭବତୀଙ୍କୁ ୫ କିଲୋମିଟର କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ

ପାପଡ଼ାହାଣ୍ଡି,୧୦।୨(ଡି.ଏନ୍‌.ଏ.): ସବୁବେଳେ ଜନହିତକର କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଲୋକଙ୍କ ଠାରୁ ଅଭିଯୋଗ ପାଇବା ସଙ୍ଗେ ସଙ୍ଗେ...

କୋଇଡା ସାନିଟାଇଜ ହେଲା

ଟେନସା, ୧୩।୪ (ଡି.ଏନ.ଏ.): ସୁନ୍ଦରଗଡ ଜିଲା କୋଇଡାରେ ଅଗ୍ନିଶମ ବିଭାଗର କର୍ମଚାରୀ ମେଡିକାଲ, ତହସିଲ, ବ୍ଲକ, ଗଳିକନ୍ଦି, ଅସ୍ଥାୟୀ କ୍ବାରାଣ୍ଟାଇନ ସେଣ୍ଟରରେ ରସାୟନିକ ବିଷୋଧକ ସ୍ପ୍ରେ...

Play 250+ Trending Games
Archives

Model This Week

Why Dharitri