Posted inଜାତୀୟ

ଗୁଡ଼ି ସୂତାରେ କଟି ୧୨ଶହରୁ ଊର୍ଦ୍ଧ୍ୱ ପକ୍ଷୀ ଆହତ; ୧୫୦ ମୃତ

ନୂଆଦିଲ୍ଲୀ,୧୭।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଅବସରରେ ରାଜଧାନୀବାସୀ ଖୁବ୍‌ ମଜାରେ ଗୁଡି ଉଡାଇଥିଲେ। ହେଲେ ଏହାର ପରିଣାମ ଭୋଗିବାକୁ ପଡିଛି ନିରିହ ପକ୍ଷୀମାନଙ୍କୁ। କାରଣ ଗୁଡି ସୂତାରେ କଟିଯାଇ ୧୪ରୁ ୧୬ ତାରିଖ (୩ଦିନ) ମଧ୍ୟରେ ପାଖାପାଖି ୧୨୫୦ ପକ୍ଷୀ ଆହତ ହୋଇଥିବା ବେଳେ ଏଥିମଧ୍ୟରୁ ୧୫୦ପକ୍ଷୀଙ୍କ ମୃତ୍ୟୁ ହୋଇ ସାରିଲାଣି। ଅନ୍ୟ ଶହେରୁ ଊର୍ଦ୍ଧ୍ୱ ପକ୍ଷୀ ଗୁରୁତର ଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ପାରା, ଚିଲ, କାଉ, ଶୁଆ, ପେଚା ଓ ସାରସ। ସୂଚନା ଅନୁଯାୟୀ, ଚାନ୍ଦନିଚୌକରେ ଥିବା ବାର୍ଡ ହସ୍ବିଟାଲକୁ ୩ ଦିନ ମଧ୍ୟରେ ପ୍ରାୟ ୭୫୦ ପକ୍ଷୀ ଆସିଥିବା ବେଳେ ଶାହଦରାରେ ଥିବା ହସ୍ପିଟାଲକୁ ପାଖାପାଖି ୫ଶହ ଆହତ ପକ୍ଷୀ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ବିଧାନସଭାରେ ହଙ୍ଗାମା: ଗ୍ୟାସ ସିଲିଣ୍ଡର ପିଠିରେ ବୋହି ଗୃହରେ ପହଞ୍ଚିଲେ ବିରୋଧୀ ବିଧାୟକ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବିଧାନସଭାରେ ଶୁକ୍ରବାର ଆରମ୍ଭ ହୋଇଥିବା ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର୍‌କୁ ନେଇ ହୋହାଲ୍ଲା କରିଥିଲେ। ସମାଜବାଦୀ ପାର୍ଟି...

ବିଗିଡିଲା ଶରଦ ପାଓ୍ବାରଙ୍କ ସ୍ବାସ୍ଥ୍ୟାବସ୍ଥା

ମୁମ୍ବାଇ,୩୧।୧୦: ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚଳିତ ସପ୍ତାହରେ ସେ...

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ପାଟନା,୨୨ ।୭: ପାଟନାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ବୋମା ଥିବା କଥା ଜଣେ ବ୍ୟକ୍ତି କହିବାରୁ ବିମାନଟିକୁ ପାଟନାରେ ଅଟକାଇ ଦିଆଯାଇଥିଲା...

ଭାରତ ଯୋଡ଼ୋ ଯାତ୍ରା ପୋଷ୍ଟରରେ ସଭରକର

ନୂଆଦିଲ୍ଲୀ,୨୨।୯: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି।...

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି।...

ଲକ୍ଷ୍ମୀପୁର ହିଂସା: ମୃତକ ଖବରଦାତା, କୃଷକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା-ରାହୁଲ

ଲକ୍ଷ୍ନୌ,୭ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରିର ତିକୁନିୟାରେ ଅକ୍ଟାବର ୩ରେ ହୋଇଥିବା ହିଂସା ପରେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ନେତା ରାହୁଲ...

ଚାଲର୍‌ସଙ୍କ ରାଜାଭିଷେକ ଆଜି

ବ୍ରିଟେନ/ନୂଆଦିଲ୍ଲୀ,୧୦ା୯: ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରେ ତାଙ୍କ ବଡ଼ପୁଅ ପ୍ରିନ୍ସ ଚାଲ୍ସଙ୍କୁ ଦେଶର ନୂଆ ରାଜା ଘୋଷଣା କରାଯାଇଛି। ଏଥିସହ ସେ କିଙ୍ଗ୍‌...

ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ବାଚସ୍ପତିଙ୍କ ଅବଜ୍ଞା, ବିଧାନସଭା ଦିନକ ପାଇଁ ସ୍ଥଗିତ: ଆସ୍ଥାଭୋଟ କରାଇଦେଲେନି

ବେଙ୍ଗାଲୁରୁ,୧୮ା୭(ପି.ଟି./ଆଇଏଏନ୍‌ଏସ୍‌): ଘଡ଼ିକେ ଘୋଡ଼ା ଛୁଟୁଛି। କର୍ନାଟକ ରାଜନୀତିର ପାଣି କେତେବେଳେ କେଉଁ ଆଡ଼କୁ ବହିବ କିଛି କହି ହେଉନାହିଁ। ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ପରେ...

Advertisement
Archives

Model This Week