ଗୁଡିପୋଖରୀ ଜଙ୍ଗଲରେ ନିଆଁ

ପାଟଣା, ୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଯମୁନାପଶି ବିଟ ଅନ୍ତର୍ଗତ ଗୁଡିପୋଖରୀ ୟୁକାଲିପଟାସ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଉକ୍ତ ଗ୍ରାମ୍ୟ ଜଙ୍ଗଲରେ ଲଗାଯାଇଥିବା ଚାରାଗୁଡ଼ିକ ଜଳିଯାଇଛି। ଜଙ୍ଗଲରେ ନିଆଁ ଲାଗିବା ଦେଖି ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବରପାଇ ପାଟଣା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକ ଓ ବନବିଭାଗ କର୍ମଚାରୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ। ସୂଚନାଯୋଗ୍ୟ ଯେ, ଉକ୍ତ ଜଙ୍ଗଲ ୫ଏକର ପରିମିତ ଅଞ୍ଚଳ ବିଶିଷ୍ଟ। ବଡ଼ ବଡ଼ ୟୁକାଲିପଟାସ ଗଛଗୁଡିକ ସୁରକ୍ଷିତ ରହିଥିବା ବେଳେ ଚାରାଗୁଡ଼ିକ ଜଳି ଯାଇଛି। ବନ ବିଭାଗ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri