ଝଡ଼ାଫୁଙ୍କା ଆଳ: ଗୁଣିଆଙ୍କ ମାଡ଼ରେ ନାବାଳକ ଆହତ, ଗୁଣିଆ ଦମ୍ପତି ଚମ୍ପଟ

ଭୋଗରାଇ,୧୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମରଦା ଥାନା ଅଧୀନ ରାଣୀଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି l ଏହି ଗ୍ରାମର ଜଣେ ଗୁଣିଆ ଦମ୍ପତି ମାହାଗବ ଗ୍ରାମର ଅନ୍ୟ ଜଣେ ଦମ୍ପତିଙ୍କ ୧୦ ବର୍ଷର ରୋଗିଣା ପୁଅଙ୍କୁ ଭୂତ ସାର ହୋଇଥିବା କହି ମାଡପିଟ୍‌ କରିବା ଭିଡିଓ ଭାଇରାଲ ହୋଇଛି। ଏହା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଗୁଣିଆ ଦମ୍ପତି ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହୋଇ ନ ଥିଲା ବେଳେ ଆହତ ନାବାଳକ ଘରୋଇ ଡାକ୍ତରଙ୍କ ନିକଟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି...

ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି

ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ...

ରକ୍ତଦାନରେ ସାମିଲ ହେଲେ ପୋଲିସ ଅଧିକାରୀ

ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ଗେଙ୍ଗୁଟି ପଞ୍ଚାୟତର ପଳାସପୁର ୟୂଜିଏମି ସ୍କୁଲଠାରେ ଆଚ୍ଛା ସଙ୍ଗଠନ ସହାୟତାରେ ଶୁକ୍ରବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।...

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ...

ବଡ଼ଦିନରେ ଜମିଲା ବଣଭୋଜି: ନାଚ, ଗୀତରେ ସପ୍ତଶଯ୍ୟା ଉତ୍ସବମୁଖର

ଢେଙ୍କାନାଳ ଅଫିସ,୨୬ା୧୨ – ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀ ସବୁଜିମାମୟ ସପ୍ତଶଯ୍ୟାରେ ବୁଧବାର ବଡ଼ଦିନ ଅବସରରେ ବଣଭୋଜି ବେଶ୍‌ ଜମିଥିଲା। ଚଳିତବର୍ଷ ବହୁ ସଂଖ୍ୟକ...

ବିଧବାଙ୍କୁ ପ୍ରେମ ପ୍ରତାରଣା

ବ୍ରହ୍ମପୁର ଅଫିସ,୨୯।୫: ଜନୈକା ବିଧବା ମହିଳାଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁ ଥାନା...

ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ, ନିଷ୍କାସନ ପାଇଁ ଦାବି

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ରାଇସୁଆଁରୁ କେନ୍ଦୁଝର ସହରକୁ ଆସିବା ପାଇଁ ବାଲିଆଗୁଡ଼ା ନିକଟରେ ଏନ୍‌ଏଚ୍‌-୨୦ର ନିର୍ମାଣ ହୋଇଥିବା ସର୍ଭିସ ରୋଡ୍‌ ଜଳାର୍ଣ୍ଣବ ହୋଇଯାଇଛି।...

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର...

Advertisement
Archives

Model This Week