ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ମାଥିଲି,୨।୧୧(ଡି.ଏନ୍‌.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି। ଶୁକ୍ରବାର ବିଳମ୍ବିତ ରାତିରେ ଉଭୟଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।

ସୂଚନାନୁଯାୟୀ, ସଦନ ଏବଂ ପୁଅ ନିଳେନ୍ଦ୍ର ଗୋବିନ୍ଦପାଲି ଛକରେ ପନିପରିବା ଦୋକାନ କରୁଛନ୍ତି। ସବୁଦିନ ଭଳି ରାତିରେ ଦୋକାନ ବନ୍ଦ କରି ଉଭୟ ବାଇକ୍‌ ଯୋଗେ ଫେରୁଥିବା ବେଳେ ହଠାତ କିଛି ଦୁର୍ବୃତ୍ତ ସେମାନଙ୍କୁ ଉଠାଇ ନେଇଥିଲେ। ଉଭୟଙ୍କୁ ପିଟି ପିଟି ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ଗ୍ରାମ ନିକଟ ନଦୀପାର୍ଶ୍ୱରେ ଫିଙ୍ଗି ଦେଇ ଚାଲିଥିଲେ। ଶନିବାର ସକାଳେ ଘଟଣା ଜଣାପଡ଼ିବା ପରେ ପୋଲିସକୁ ଖବର ଦିଆଯାଇଥିଲା। ଅପରପକ୍ଷେ ହତ୍ୟା କରିଥିବା ୩ ଅଭିଯୁକ୍ତ ମାଥିଲି ଥାନାଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଘଟଣାପରଠାରୁ ଗ୍ରାମ ଶୁନ୍‌ଶାନ ହୋଇପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର

ଭଦ୍ରକ ଅଫିସ,୯।୪ କୋଭିଡ୍‌ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ...

ବିନା ହେଲମେଟରେ ଗାଡ଼ି ଚଳାଇବା ଯୋଗୁ ବାବୁସାନଙ୍କୁ ହଜାରେ ଟଙ୍କାର ଜରିମାନା, ଭିଡିଓ ଭାଇରାଲ ପରେ କଟିଲା ଚାଲାଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ବିନା ହେଲମେଟ୍‌ରେ ଗାଡ଼ି ଚଳାଇବା ଓଡ଼ିଆ ସିନେ ଅଭିନେତା ତନ୍ମୟ ମହାନ୍ତି ଓରଫ ବାବୁସାନଙ୍କୁ ମହଙ୍ଗା ପଡ଼ିଛି। ଏନେଇ ଭିଡିଓ ଭାଇରାଲ ହେବା ପରେ...

ରଣପୁର ବଡଦାଣ୍ଡ ପାଲଟିଛି ନର୍ଦ୍ଦମା:ଡ୍ରେନ ସ୍ଥାନରେ କଂକ୍ରିଟ ରାସ୍ତା ,ପୂର୍ତ୍ତ ବିଭାଗର ତ୍ରୁଟିପୂର୍ଣ୍ଣ ପ୍ଲାନ ଡାକିଆଣିଛି ଦୁର୍ଦ୍ଦଶା

ରଣପୁର,୧୧ା୯(ସ୍ବ.ପ୍ର.): ଡ୍ରେନ ପାଇଁ ସ୍ଥାନ ନ ଛାଡି ସମୁଦାୟ ଅଞ୍ଚଳରେ କଂକ୍ରିଟ ରାସ୍ତା କରିଦେବାରୁ ନୂଆ ଜଗନ୍ନାଥ ସଡକର ରଣପୁର ବଡଦାଣ୍ଡ ନର୍ଦ୍ଦମା ପାଲଟିଛି। ଡ୍ରେନ...

ତହସିଲ ଅଫିସରୁ ୬୩ ଲକ୍ଷ ଟଙ୍କା ଆତ୍ମସାତ

ଡାବୁଗାଁ, ୩୦।୫: ନବରଙ୍ଗପୁର ଜିଲା ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ୬୩ ଲକ୍ଷ ୬୨ ହଜାର ୭୩ରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା ଅଭିଯୋଗରେ ବରିଷ୍ଠ ରାଜସ୍ବ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ବୃଦ୍ଧାଙ୍କ ମୃତ୍ୟୁ, ସ୍ବାବ୍‌ ନମୁନା ପରୀକ୍ଷା ହୋଇ ନ ଥିବାରୁ ମୃତଦେହ ନିକଟକୁ ଗଲେନି ଗ୍ରାମବାସୀ

ଦେବଗଡ଼,୧୮।୫:  ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଘୁରୁଡୁଖମଣ ଗ୍ରାମରେ ହୋମ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ବୃଦ୍ଧାଙ୍କର ରବିବାର ମୃତ୍ୟୁ ଘଟିଛି। ବୃଦ୍ଧାଙ୍କର ମୃତ୍ୟୁର...

ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା...

୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ବାହାନଗା, ୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣି ପଞ୍ଚାୟତର ଗିଲିଦା ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରଙ୍କ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଜିବନ ବିନ୍ଦୁ କାର୍ଯ୍ୟକ୍ରମ...

ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ୨ ଗୁରୁତର

ଅନୁଗୋଳ ଅଫିସ୍, ୨୧ା୪- ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ପୋଲିସ ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଇଛି ।...

Advertisement
Archives

Model This Week