ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ ପରେ ପରେ ଦେବୀ ସୂଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଗଡ଼ିଥିଲା। ତେବେ ଅପରାହ୍ନ ୩ଟା ୫୨ରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri