ଗୁଧିରାମପଡ଼ାରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ପାଟଣା, ୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ୫ ଦିନ ପରେ ଗୁରୁବାର ଘଟଗାଁ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେ ହେଲେ ସରସାକୋଲା ପଞ୍ଚାୟତ ଖମୁଆଁ ଗ୍ରାମ କୁସୁମପଶି ସାହିର ଦନାର ମୁଣ୍ଡା(୩୨)। ଆଇପିସି ୩୦୨ ଧାରାରେ ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବା ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ରାମାଇ ମୁଣ୍ଡା(୬୯) ଏବଂ ସ୍ତ୍ରୀ ଚମ୍ପା ମୁଣ୍ଡା ନିଜ ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ବେଳେ ଦନାର ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏନେଇ ଘଟଗାଁ ଥାନାରେ ୧୧୫/୧୯ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri