Posted inଜାତୀୟ

ଗୁପ୍ତଚର କାର୍ଯ୍ୟ ଲାଗି କଡ଼ା ଆଭିମୁଖ୍ୟ: ପାକିସ୍ତାନ ଦୂତାବାସରୁ ୫୦% କର୍ମଚାରୀ କମାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୩।୬: ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କଲା ଭାରତ। ନିକଟରେ ଗୁପ୍ତଚର କାର୍ଯ୍ୟ ପାଇଁ ୨ ପାକ୍‌ ଦୂତାବାସ କର୍ମଚାରୀଙ୍କୁ ସ୍ବଦେଶ ପଠାଯାଇଥିଲା। ଏବେ ୫୦% କର୍ମଚାରୀ କମାଇବାକୁ ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ଭାରତ କହିଛି। ନୂଆଦିଲ୍ଲୀସ୍ଥିତ ପାକ୍‌ ଦୂତାବାସରେ କର୍ମଚାରୀ ହ୍ରାସ ନେଇ ନିର୍ଦ୍ଦେଶ ଦିଆଯାଇଛି। ଏହା ବଦଳରେ ଇସଲାମାବାଦରେ ଥିବା ଭାରତୀୟ ଦୂତାବାସ କର୍ମଚାରୀ ମଧ୍ୟ କମାଯିବ। ଦୁଇ ଦେଶ ମଧ୍ୟରେ କୂଟନୈତିକ ବାଦବିବାଦ ନେଇ ଭାରତ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ବିଶେଷକରି ପାକ୍‌ ଦୂତାବାସ କର୍ମଚାରୀ ଗୁପ୍ତଚର କାର୍ଯ୍ୟ କରୁଥିବା ଭାରତ କହିଛି। ଏହାକୁ ନେଇ ଭାରତର ବିଦେଶ ମନ୍ତ୍ରାଳୟ ପକ୍ଷରୁ ପ୍ରତିବାଦ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଆକ୍ରମଣ ପରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ଆଗ୍ରା, ୩୧।୩ : ସ୍ବାମୀଙ୍କୁ ଆକ୍ରମଣ ପରେ ୧୯ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି ଉତ୍ତର ପ୍ରଦେଶର ଆଗ୍ରା ଜିଲାରୁ। ଦୁର୍ବୃତ୍ତମାନେ ଏହି...

ଏମ୍ସରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, , ୧୮ା୮(ପି.ଟି.): ଶନିବାର ସନ୍ଧ୍ୟାରେ ଏମ୍ସର ଇମର୍ଜେନ୍ସି ଓ୍ବାର୍ଡ ନିକଟରେ ଅଗ୍ନିକାଣ୍ଡ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସଙ୍ଗେସଙ୍ଗେ ଚାରିଆଡ଼ ଧୂଆଁମୟ ହୋଇପଡ଼ିଥିଲା।...

କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା,...

ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର...

ରାଜ୍ୟକୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୫ା୫: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିମାନଙ୍କ ପେନସନ୍‌ ସମୀକ୍ଷା ଲାଗି ପୂର୍ବରୁ ଦେଇଥିବା ନିର୍ଦ୍ଦେଶନାମାର ଅନୁପାଳନ ସମ୍ପର୍କିତ ରିପୋର୍ଟ ବୁଧବାର ଓଡ଼ିଶା ସମେତ ରାଜ୍ୟଗୁଡ଼ିକୁ ମାଗିଛନ୍ତି।...

ୟୁପି ନିର୍ବାଚନ: ମୋଦି କରିବେ ଭର୍ଚୁଆଲ ପ୍ରଚାର, ନମୋ ଆପରେ ଭାଜପା କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର

ନୂଆଦିଲ୍ଲୀ,୧୮ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ପ୍ରଦେଶର ବାରାଣସିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କଥା ହେବେ...

ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧...

୧୦୭୪ ଟ୍ରେନ୍‌ରେ ଫେରିଲେଣି ୧୪ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ,୧୭।୫(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ଫେରାଇ ନେବା ଲାଗି ରେଲଓ୍ବେ ମେ’ ୧ ତାରିଖରୁ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌...

Advertisement
Archives

Model This Week