ଗୁମ୍ମା ବ୍ଲକ କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ

ଗୁମ୍ମା, ୧୫।୮-ଗୁମ୍ମା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ନଟବର ଗରଡ଼ା, ସଡିପିଓ ଅନିତା ରାଣୀ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ ଗଜେନ୍ଦ୍ର ଗମାଙ୍ଗ, ଜିଲା ପରିଷଦ ହିମାଂଶୁ ଲିମ୍ମା ଏବଂ ବିଭିନ୍ନ ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସମେତ ଅଙ୍ଗନୱାଡିର କୁନିକୁନି ଶିଶୁ ଉପସ୍ଥିତ ଥିଲେ। ବ୍ଲକ ଅଧ୍ୟକ୍ଷ ଗଜେନ୍ଦ୍ର ଗମାଙ୍ଗ ନିର୍ଦ୍ଧାରିତ ସମୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଉପସ୍ଥିତ ଲୋକମାନେ ସମାଜର ସବୁ ବର୍ଗର ଲୋକଙ୍କ ସାମାଜିକ ଓ ଅର୍ଥନୈତିକ ଉନ୍ନତି ପାଇଁ ଚେଷ୍ଟା କରିବା ସହ ବୃଦ୍ଧାବୃଦ୍ଧଙ୍କ ଯତ୍ନ ନେବେ ବୋଲି ସଂକଳ୍ପ ନେଇଥିଲେ। ପରେ ବୀର ଶହୀଦଙ୍କ ସ୍ମୃତିଚାରଣ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଗୁମ୍ମା ଏଏସ୍‌ଆଇ ଆରତ ନାୟକଙ୍କ ନେତୃତ୍ୱରେ ଫାଣ୍ଡିର ଗୃହରକ୍ଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri