ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ

ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର ସାହୁ, ମନୋରଞ୍ଜନ ବାଙ୍କ, ସପ୍ନେଶ୍ୱର ପ୍ରଧାନ ଯୋଗଦେଇ ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦେବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀଛାତ୍ରମାନେ ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନଙ୍କୁ ଫୁଲ, ଚକୋଲେଟ ଦେଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri