Posted inଜାତୀୟ

ଗୁରୁଦାସପୁର ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଗୁରୁଦାସପୁର,୪।୯: ପଞ୍ଜାବର ଗୁରୁଦାସପୁରରେ ଥିବା ଏକ ବାଣ କାରଖାନାରେ ବୁଧବାର ଏକ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ବହୁ ଫାୟାର ଇଞ୍ଜିନିୟର ସେଠାରେ ପହଞ୍ଚିଛନ୍ତି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌ ଓ ଏସ୍‌ଡିଆର୍‌ଏଫ୍‌ ଟିମ୍‌ ଲାଗି ପଡିଛନ୍ତି। ମୃତକଙ୍କ ମଧ୍ୟରେ ପ୍ରାୟ ସମସ୍ତେ କାରଖାନାରେ କାମ କରୁଥିବା ଶ୍ରମିକ ବୋଲି ଜଣାପଡିଛି। କାରଖାନାଟି ରେସିଡେନସିଆଲ୍‌ ଅଞ୍ଚଳରେ ହୋଇଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ଏମ୍‌ଏଲ୍‌ସି ନିର୍ବାଚନ: ଭାଜପାକୁ ୫, ଶାସକ ମେଣ୍ଟକୁ ମିଳିଲା ୪ ଆସନ

ମୁମ୍ବାଇ,୨୧।୬: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ଶାସକ ମେଣ୍ଟର ୪ ପ୍ରାର୍ଥୀ ଏବଂ ଭାଜପାର ୫ ଜଣ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ସଦସ୍ୟ କ୍ରସ୍‌ ଭୋଟିଂ...

ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ

କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍‌ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ...

ବିହାରରେ ବାଘ ଆତଙ୍କ: ଭୟଭୀତ ଅବସ୍ଥାରେ ଲୋକେ

ପାଟନା,୧୩।୧: ବିହାରରେ ପୁଣି ଥରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ସୀତାମାରିରେ ଗତ ୫ ଦିନ ଧରି ଏକ ବାଘ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି...

ଦିଲ୍ଲୀରେ ପହଞ୍ଚିଲା କୋଲକାତା ବିବାଦ

ନୂଆଦିଲ୍ଲୀ,୧୬ା୫(ପି.ଟି.): କୋଲକାତାରେ ସୃଷ୍ଟି ହୋଇଥିବା ବିବାଦ ଦିଲ୍ଲୀରେ ପହଞ୍ଚିଛି। ମଙ୍ଗଳବାର କୋଲକାତାରେ ଭାଜପା ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ମେଗା ରୋଡ୍‌ ଶୋ’ ବେଳେ ହିଂସାକାଣ୍ଡ ସୃଷ୍ଟି...

ପୋଲିସର ବର୍ବରତା: ଆହତଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାଧ୍ୟ କଲା

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ଦଙ୍ଗାରେ ଆହତ ହୋଇ ରାସ୍ତାରେ ଛଟପଟ ହେଉଥିବା ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବା ପରିବର୍ତ୍ତେ ତାଙ୍କୁ ଜାତୀୟ ସଙ୍ଗୀତ ଗାଇବା ପାଇଁ...

୧୫ ଦିନ ମଧ୍ୟରେ ଡେଙ୍ଗୁ କବଳରେ ଚାଲିଗଲା ପୂରା ପରିବାରର ଜୀବନ: କେବଳ ନବଜାତ ଶିଶୁ ଜୀବନ୍ତ

ହାଇଦ୍ରାବାଦ,୩୧।୧୦: ତେଲେଙ୍ଗାନାର ମଞ୍ଚେରିୟଲ ଜିଲାରେ ରହୁଥିବା ଏକ ପରିବାର ୧୫ଦିନ ମଧ୍ୟରେ ଡେଙ୍ଗୁ କବଳକୁ ଚାଲିଯାଇଛନ୍ତି। କଥାଟା ବିଶ୍ୱାସ ନ ହେଲେ ବି ସତ। ସୂଚନାଯୋଗ୍ୟ,...

ହାଥରସ ଗଣ ବଳାତ୍କାର ମାମଲା: ପୀଡ଼ିତା ପରିବାରଙ୍କୁ ଭେଟିବେ ରାହୁଲ-ପ୍ରିୟଙ୍କା

ଲକ୍ଷ୍ନୌ,୧ ।୧୦: ଉତ୍ତର ପ୍ରଦେଶ ହାଥରସରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଏବେ ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି ।...

ଖୋଲା ସ୍ଥାନରେ ବିବାହ , ଅନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮ ।୯: କରୋନା ମହାମାରୀ ସଂକ୍ରମର ଯୋଗୁ ସାରା ଦେଶରେ ବିବାହ ଓ ଅନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ହେଲେ ବେଳକୁ ବେଳ...

Advertisement
Archives

Model This Week