Posted inଜାତୀୟ

ଗୁରୁଦିବସ ଅବସରରେ ଶିକ୍ଷକଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି: ୪୬ଜଣଙ୍କୁ ରାଷ୍ଟ୍ରୀୟ ସମ୍ମାନ

ନୂଆଦିଲ୍ଲୀ,୫।୯: ଶିକ୍ଷାର ମାନ, ଅଭିନବୀକରଣ ଓ ରୋଚକ କରିଥିବା ଦେଶର ୪୬ ଜଣ ଶିକ୍ଷକଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ସମ୍ମାନରେ ସମ୍ମାନୀତ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ଶିକ୍ଷକମାନଙ୍କୁ ପୁରସ୍କୃତ କରାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଉତ୍କୃଷ୍ଟ ଶିକ୍ଷା ପ୍ରଦାନ କରିଥିବା ଏହି ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିକ-ଅଶରଫ ମାମଲା ପରେ ଭୟ କଲେଣି ମୁଖତାର ଅଂସାରି

ନୂଆଦିଲ୍ଲୀ,୩।୫: ଅତିକ ଅହମଦ ଓ ଅଶରଫ ଅହମଦଙ୍କ ହତ୍ୟା ପରେ ମାଫିଆ ମୁଖତାର ଅଂସାରି ଡରି ଯାଇଛନ୍ତି। ଗ୍ୟାଙ୍ଗଷ୍ଟରରୁ ରାଜନେତା ହୋଇଥିବା ପୂର୍ବାଞ୍ଚଳର ମାଫିଆ ଡନ...

ଏମ୍‌ଏନଏସ୍‌ ମୁହାଁ ଶିବସେନାର ବିଦ୍ରୋହୀ ବିଧାୟକ…

ମହାରାଷ୍ଟ୍ର, ୨୭।୬ : ମହାରାଷ୍ଟ୍ରରେ ଶିବସେନା ବିଦ୍ରୋହୀ ବିଧାୟକ ଉଦ୍ଧବଙ୍କ ସମ୍ପର୍କୀୟ ରାଜ ଠାକରେଙ୍କ ପାର୍ଟି ମହାରାଷ୍ଟ୍ର ନବର୍ନିମାନ ସେନା(ଏମ୍‌ଏନଏସ୍‌)ରେ ଯୋଗ ଦେଇ ପାରନ୍ତି ବୋଲି...

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ...

ଗତ ୬ ବର୍ଷରେ ଗରିବଙ୍କ ପାଇଁ ଯାହା ହୋଇଛି, ପୂର୍ବରୁ କେବେ ହୋଇ ନ ଥିଲା: ମୋଦି

ନୂଆଦିଲ୍ଲୀ,୯।୯: ଗତ ୬ ବର୍ଷ ମଧ୍ୟରେ ଦେଶର ଗରିବ ଲୋକଙ୍କ ପାଇଁ ଯେତେ କାର୍ଯ୍ୟ କରାଯାଇଛି ତାହା ପୂର୍ବରୁ କେବେ କରାଯାଇ ନ ଥିଲା ବୋଲି...

ମୋଦିଙ୍କ ଗଡ଼ରେ ଭାଜପାର ପରାଜୟ

ବାରାଣସୀ,୧୨।୪: ଉତ୍ତର ପ୍ରଦେଶର ବିଧାନ ପରିଷଦ (ଏମ୍‌ଏଲସି) ନିର୍ବାଚନ ଫଳାଫଳ ଆଜି ଘୋଷଣା କରାଯାଉଛି। ୨୭ଟି ବିଧାନ ପରିଷଦ ଆସନର ଫଳାଫଳ ଆଜି ଅପରାହ୍ନ ସୁଦ୍ଧା...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ, ୧୪ ଜିଲାର ୫୦ରୁ ଅଧିକ ଅଞ୍ଚଳରେ ଚଢ଼ାଉ…

ଶ୍ର୍ରୀନଗର,୮।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର ୧୪ ଜିଲାର ୫ ୫୦ ରୁ ଅଧିକ ଅଞ୍ଚଳରେ ଚଢ଼ାଉ ଜାରିି ରହିଛି। ଜମାତ୍‌-ଇ-ଇସ୍ଲାମ୍‌...

କେନ୍ଦ୍ରର ସିବିଆଇ, ଇଡି ଅସ୍ତ୍ର

ନୂଆଦିଲ୍ଲୀ, ୧୧ା୩: ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି କେନ୍ଦ୍ରରେ କ୍ଷମତାସୀନ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧୀଙ୍କୁ ଟାର୍ଗେଟ ପାଇଁ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସିଗୁଡ଼ିକର...

ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୭।୮: ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଭାଜପା ମଧ୍ୟପ୍ରଦେଶ ପାଇଁ ୩୯ ଜଣ ଏବଂ ଛତିଶଗଡ ପାଇଁ ୨୧...

Advertisement
Archives

Model This Week