Posted inଜାତୀୟ

ଗୁରୁଦିବସ ଅବସରରେ ଶିକ୍ଷକଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି: ୪୬ଜଣଙ୍କୁ ରାଷ୍ଟ୍ରୀୟ ସମ୍ମାନ

ନୂଆଦିଲ୍ଲୀ,୫।୯: ଶିକ୍ଷାର ମାନ, ଅଭିନବୀକରଣ ଓ ରୋଚକ କରିଥିବା ଦେଶର ୪୬ ଜଣ ଶିକ୍ଷକଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ସମ୍ମାନରେ ସମ୍ମାନୀତ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ଶିକ୍ଷକମାନଙ୍କୁ ପୁରସ୍କୃତ କରାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଉତ୍କୃଷ୍ଟ ଶିକ୍ଷା ପ୍ରଦାନ କରିଥିବା ଏହି ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲେ ଊର୍ମିଳା ମାତୋଣ୍ଡକର

ମୁମ୍ବାଇ, ୨୪-୫:ମୁମ୍ବାଇ-ଉତ୍ତର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ତଥା ଅଭିନେତ୍ରୀ ଊର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ଗୋପାଳ ଶେଟ୍ଟୀଙ୍କଠାରୁ...

ଶାଶୁ, ନଣନ୍ଦଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଲେ ଐଶ୍ୱର୍ଯ୍ୟା ରାୟ

ପାଟନା,୨୯।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବୋହୂ ଐଶ୍ୱର୍ଯ୍ୟା ଶାଶୁ ରାବ୍ରିି ଦେବୀ ଏବଂ ନଣନ୍ଦ ମୀସା ଭାରତୀଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଛନ୍ତି।...

ଯାହା ଅନୁମାନ କରୁଥିଲେ ହୁଏତ ଓଲଟା ଫଳ ମିଳିବ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୫: ଆସନ୍ତା ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଥିବା ବେଳେ ଏବେ ଫଳାଫଳକୁ ନେଇ ପ୍ରାୟ ସବୁ ରାଜନୈତିକ...

ସ୍କୁଲ ଛାତ ଭୁଶୁଡ଼ି ୧୨ ପିଲା ଆହତ

ମିରଟ୍‌, ୮ା୯(ପି.ଟି.) : ଉତ୍ତରପ୍ରଦେଶର ମିରଟ୍‌ ଅନ୍ତର୍ଗତ ଦାବଥୁଆରେ ଥିବା ସରସ୍ବତୀ ଜ୍ଞାନମନ୍ଦିର ସ୍କୁଲର ଛାତ ଶନିବାର ଭୁଶୁଡ଼ି ପଡ଼ିଛି। ଫଳରେ ୧୨ ପିଲା ଆହତ...

ବନ୍ୟାଞ୍ଚଳରେ ଗାଁଲୋକେ ତିଆରି କଲେ ପୋଲ

ଦରଭଙ୍ଗା,୧୭।୭: ବିହାର ଦରଭଙ୍ଗା ଜିଲା ବନ୍ୟା ପ୍ରଭାବିତ ଅଞ୍ଚଳ ଭାବେ ଚିହ୍ନଟ ହୋଇଥିବା ବେଳେ ସେଠାକାର ଗାଁଲୋକେ ନିଜ ଉଦ୍ୟମରେ ବାଉଁଶ ପୋଲ ତିଆରି କରିଥିବା...

ଏଏପି ବିଧାୟିକା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀରେ କରୋନା ସଂକ୍ରମଣ ସଙ୍କଟ ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ଏଥିରୁ କରୋନା ଯୋଦ୍ଧା କି ନେତା ମନ୍ତ୍ରୀ ମଧ୍ୟ ବର୍ତ୍ତି ପାରୁନାହାନ୍ତି।...

ଏହି ଉପହାର ନେଇ ସ୍ବଦେଶ ଫେରିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ଜି. ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଚାଲିଥିବା ଦୁଇ ଦିନିଆ ଅନୌପଚାରିକ ଆଲୋଚନା ଶେଷ ହୋଇଛି। ଆଲୋଚନା ପରେ...

ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍‌

ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା...

Coronavirus Update

Archives

Model This Week

Why Dharitri