Posted inଜାତୀୟ

ଗୁରୁପର୍ବ ପାଇଁ ୨୪୨୦ ଶିଖ୍‌ ତୀର୍ଥଯାତ୍ରୀଙ୍କର ପାକିସ୍ତାନ ଯାତ୍ରା…

ନୂଆଦିଲ୍ଲୀ,୮।୧୧ : ଗୁରୁପର୍ବ ପାଇଁ ୨୪୨୦ ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀ ପାକିସ୍ତାନ ଯାତ୍ରା କରିଛନ୍ତି। ଏସମ୍ପର୍କରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତୀର୍ଥଯାତ୍ରୀମାନେ ବିଭିନ୍ନ ଧାର୍ମିକସ୍ଥଳରେ ଗୁରୁନାନକ ଜୟନ୍ତୀ ସମାରୋହରେ ଅଂଶଗ୍ରହଣ କରିବେ। ୪୩୩ ଜଣ ଭାରତୀୟ ତୀର୍ଥଯାତ୍ରୀ ମଙ୍ଗଳବାର ଆଇସିପି ଡେରା ବାବା ନାନକ ଅମୃତସର ମାଧ୍ୟମରେ ପାକିସ୍ତାନରେ ଶ୍ରୀ କରତାରପୁର ଗୁରୁଦ୍ୱାରା ସାହିବ ଯାତ୍ରା କରିଛନ୍ତି। ସେମାନେ ପୂଜାର୍ଚ୍ଚନା ପରେ ଫେରି ଆସିଛନ୍ତି।

୨୪୨୦ ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀ ଓ୍ବାଘା-ଅଟାରୀ ସୀମା ଦେଇ ପାକିସ୍ତାନ ଯାତ୍ରା କରିଛନ୍ତି । ସେମାନଙ୍କ ପାଖରେ ୬ ନଭେମ୍ବର ୧୫ ପର୍ଯ୍ୟନ୍ତ ୧୦ ଦିନର ଭିଜା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri