ଗୁରୁବାରଠାରୁ ଚାଲିବ ଘରୋଇ ବସ୍‌

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗୁରୁବାରଠାରୁ ସାରା ରାଜ୍ୟରେ ଚାଲିବ ଘରୋଇ ବସ୍‌। ବସ ମାଲିକ ସଂଘ ସାଧାରଣ ପରିଷଦ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ପ୍ରଥମ ଦଫାରେ ଗୁରୁବାରଠାରୁ କିଛି କିଛି ବସ୍‌ ଚଳାଚଳ କରିବ। ପୂରା ମାତ୍ରାରେ ବସ୍‌ ଚଳାଚଳ ପାଇଁ ୧୦ ଦିନ ସମୟ ଲାଗିବ। ରାଜ୍ୟ ସରକାରଙ୍କ କୋଭିଡ-୧୯ ଗାଇଡ୍‌ଲାଇନ୍‌ ଅନୁଯାୟୀ ଯାତ୍ରୀଙ୍କ ସୁରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ସମ୍ପାଦକ ସାହୁ କହିଛନ୍ତି।
ପ୍ରକାଶ ଯେ, ମଙ୍ଗଳବାର ରାଜ୍ୟ ସରକାର ଓ ବସ୍‌ ମାଲିକ ସଂଘ ମଧ୍ୟରେ ଆଲୋଚନା ହୋଇଥିଲା। ଏଥିରେ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ବିଚାର ବିମର୍ଶ ହୋଇଥିଲା। ଏଥିରେ ୬ ଦଫା ଦାବି ଉପସ୍ଥାପନ ହୋଇଥିଲା। ତେବେ ସରକାର ସେଥିରୁ ଗୋଟିଏ ଦାବି ପୂରଣ କରିଥିଲେ। ତଦନୁଯାୟୀ ଘରୋଇ ବସ୍‌ ଉପରୁ ୩ ମାସର ଟିକସ ଛାଡ଼ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri