Posted inଜାତୀୟ

ଗୁରୁ ଗୋବିନ୍ଦ ସିଂହଙ୍କ ୩୫୩ତମ ଜୟନ୍ତୀ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨।୧: ଶିଖ୍‌ଙ୍କ ୧୦ମ ଧର୍ମଗୁରୁ ଗୋବିନ୍ଦ ସିଂହଙ୍କ ଗୁରୁବାର ୩୫୩ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ଗୁରୁ ଗୋବିନ୍ଦ ସିଂହ ଲୋକଙ୍କ ସେବା, ତ୍ୟାଗ, ସତ୍ୟ, ନ୍ୟାୟ ଏବଂ ଜୀବନର ମୂଲ୍ୟବୋଧ ପ୍ରତି ସମର୍ପିତ ଥିଲେ। ସେ ଆଜିବି ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ରାଷ୍ଟ୍ରପତି କହିଛନ୍ତି। ଉପରାଷ୍ଟ୍ରପତି କହିଛନ୍ତି, ଗୁରୁ ଗୋବିନ୍ଦ ସିଂହଙ୍କ କୃତିତ୍ୱ ରାଷ୍ଟ୍ରୀୟ, ସାମାଜିକ ଓ ନିଜ ଜୀବନରେ ଆଜିବି ଅନୁକରଣୀୟ। ସେହିପରି ପ୍ରଧାନମନ୍ତ୍ରୀ ଗୁରୁ ଗୋବିନ୍ଦ ସିଂହଙ୍କ ଉପରେ ଆଧାରିତ ଏକ ଭିଡିଓ ଶେୟାର କରି କହିଛନ୍ତି, ଅନ୍ୟାୟ ଏବଂ ଜାତିଗତ ଭେଦଭାବ ବିରୋଧରେ ଗୁରୁ ଗୋବିନ୍ଦ ସିଂହ ସଂଘର୍ଷ କରିଛନ୍ତି। ତାଙ୍କ ଆଦର୍ଶ ’ନୂଆ ଭାରତ’ ପାଇଁ ପ୍ରାସଙ୍ଗିକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri