Posted inଜାତୀୟ

ଗୁରୁ ନାନକଙ୍କ ୫୫୦ ତମ ଜୟନ୍ତୀ: ସ୍ବର୍ଣ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଅମ୍ରିତସର,୧୨।୧୧: ପଞ୍ଜାବର ଅମ୍ରିତସରରେ ଥିବା ସ୍ବର୍ଣ୍ଣ ମନ୍ଦିରରେ ଶିଖ୍‌ ଧର୍ମଗୁରୁ ଗୁରୁ ନାନକ ଦେବଙ୍କ ଜୟନ୍ତୀ ଅବସରରେ ମଙ୍ଗଳବାର ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ଶ୍ରଦ୍ଧାଳୁମାନେ ସେଠାରେ ଥିବା ‘ସରୋବର’ରେ ବୁଡ ପକାଇବା ସହ ପ୍ରସାଦ ସେବନ କରିଛନ୍ତି। ଗୁରୁ ନାନକ ଦେବଙ୍କ ୫୫୦ ତମ ଜନ୍ମ ଦିବସକୁ ମଙ୍ଗଳବାର ପ୍ରକାଶ ପର୍ବ ଭାବେ ମଧ୍ୟ ପାଳନ କରାଯାଉଛି। ତେବେ ପାକିସ୍ତାନରେ ଥିବା ଗୁରୁ ନାନକ ଦେବଙ୍କ ଗୁରୁଦ୍ୱାର ଦର୍ଶନ ଲାଗି ଏବେ କରତାରପୁର କରିଡର ଖୋଲି ଯାଇଥିବାରୁ ଲୋକେ ଖୁସି ପ୍ରକାଶ କରିଛନ୍ତି। ସମୟ ସୁବିଧା ଦେଖି ସେମାନେ ସେଠାକୁ ଯିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କରତାରପୁର କରିଡରର ଉଦ୍‌ଘାଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri