ଇସଲାମାବାଦ୍,୩୦।୧୦: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଉପଲକ୍ଷେ ପାକିସ୍ତାନ ୫୦ ଟଙ୍କିଆ କଏନ୍ ଜାରି କରିଛି। ଏହାର ଗୋଟିଏ ପାର୍ଶ୍ୱରେ କରତାରପୁର କରିଡୋର ଥିବାବେଳେ ଅନ୍ୟ ପାର୍ଶ୍ୱରେ ଚନ୍ଦ୍ର ଏବଂ ତାରା ସହିତ ଏହାର ମୂଲ୍ୟ ଖୋଦିତ ହୋଇଛି। ଏଥିରେ ୧୪୬୯ରୁ ୨୦୧୯ ମଧ୍ୟ ଲେଖା ଯାଇଛି।
ଇସଲାମାବାଦ୍,୩୦।୧୦: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଉପଲକ୍ଷେ ପାକିସ୍ତାନ ୫୦ ଟଙ୍କିଆ କଏନ୍ ଜାରି କରିଛି। ଏହାର ଗୋଟିଏ ପାର୍ଶ୍ୱରେ କରତାରପୁର କରିଡୋର ଥିବାବେଳେ ଅନ୍ୟ ପାର୍ଶ୍ୱରେ ଚନ୍ଦ୍ର ଏବଂ ତାରା ସହିତ ଏହାର ମୂଲ୍ୟ ଖୋଦିତ ହୋଇଛି। ଏଥିରେ ୧୪୬୯ରୁ ୨୦୧୯ ମଧ୍ୟ ଲେଖା ଯାଇଛି।
ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ…
ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍ ସଂଯୋଗ…
ନୂଆଦିଲ୍ଲୀ,୪ା୧୧: ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ବେଳେ ଚିଠା ତାଲିକାରୁ ପୁରୁଣା ଭୋଟରଙ୍କ ନାମ କଟିଥିଲେ, ସେମାନେ ନିଜ ନାମ ଯୋଡ଼ିବା ପାଇଁ ଫର୍ମ-୬…
ନୂଆଦିଲ୍ଲୀ, ୪।୧୧: ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନିକିଆ ମ୍ୟାଚରେ ଟିମ ଇଣ୍ଡିଆ ୪ ଜଣ ଦ୍ରୁତ ବୋଲର ଏବଂ ୨…
ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…
ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩…
କିଭ୍,୪ା୧୧: ଦକ୍ଷିଣ ୟୁକ୍ରେନ୍ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…
ନୂଆଦିଲ୍ଲୀ, ୪ା୧୧: ୪୮ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏକ ଦ୍ରୁତ ଅପରେଶନରେ ଭାରତୀୟ ନୌସେନା ସୋମାଲିଆ ଉପକୂଳରୁ ୨୦ ଜଣ ଇରାନୀୟ କର୍ମଚାରୀଙ୍କ ସହ ଏକ…