ସୁନ୍ଦରଗଡ଼,୧୮।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ ଏଯାଏଁ ଜଣାପଡ଼ିନାହିଁ। ବୁଧବାର ରାତିରେ ସେ ନିଜ ଗ୍ରାମରେ ଆତ୍ମହତ୍ୟା କରିଥିଲେ। ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବଣାଇ ଉପଖଣ୍ଡ ଡାକ୍ତରଖାନା ପଠାଇଛି। ଅପରପକ୍ଷେ କେଉଁ ପରିସ୍ଥିତିରେ ସେ ଏଭଳି କଲେ ସେନେଇ ପୋଲିସ ତଦନ୍ତ ଜାରି ରଖିଛି।
ମ୍ୟାକ୍ସ ପିକ୍ଅପ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର
ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …
କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର
ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…
ଟ୍ରେଲର୍କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍; ୫ରୁ ଅଧିକ ଯାତ୍ରୀ ଆହତ
ଚୌଦ୍ୱାର, ୮।୭: କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍ ଏକ ଟ୍ରେଲର୍କୁ…
ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ
ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…
‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…
ରାଜଧାନୀରେ ନକଲି ଆଡିଶନାଲ ଏସ୍ପି, ପୋଲିସ ଗିରଫ କରି…
ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍ପି ବା ନକଲି ଅତିରିକ୍ତ ଏସ୍ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…
Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ
ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…
ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍ ପରେ…
ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…
Archives

