ଗୁହାଳରେ ଅଗ୍ନିକାଣ୍ଡ: ଦୁଇ ବାଛୁରୀ ଜୀବନ୍ତ ଦଗ୍ଧ

ଆଳି,୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାହାରକୁଳ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ବାଙ୍କ ବିହାରୀ ଦାସଙ୍କ ଗୁହାଳ ଘରେ ନିଆଁ ଲାଗି ୨ବାଛୁରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୨ ଗାଈ ଆହତ ହୋଇଥିବା ଜଣାପଡିଛି l ଏଥିସହ ଗୁହାଳ ଘରେ ଥିବା ୩ଟି ନାଗ ଓ ଗୋଟିଏ ଚିତି ସାପ ଜଳିଯାଇଥିବା ଦେଖିବାକୁ ମିଳିଛି l ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri