ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ

ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା ଓ ପୁରୁଷ ଦୀର୍ଘବର୍ଷ ଧରି ରହିଆସୁଛନ୍ତି। ସେମାନେ ରେଳବାଇ ଜମି ଓ ସରକାରଙ୍କ ଗୋଚର ଜମିରେ ରହୁଥିବା ବେଳେ ଆଉ କେତେକ ଭଡ଼ାରେ ରହିଆସୁଛନ୍ତି। ସହରାଞ୍ଚଳରେ ଏହି ଲୋକେ ଦୀର୍ଘବର୍ଷ ଧରି ରହିଆସୁଥିଲେ ମଧ୍ୟ ବିଭିନ୍ନ ସରକାରୀ ଯୋଜନାରୁ ବାଦ୍‌ ପଡୁଛନ୍ତି। ପୌରପାଳିକା ପକ୍ଷରୁ ସେମାନଙ୍କୁ ଚିହ୍ନଟ କରାଯାଇ ଗୃହ ଯୋଗାଇ ଦେବା ପାଇଁ ଦାବି କରାଯାଇଛି। ଭୂମିହୀନ ମହିଳା ଓ ପୁରୁଷ ମଙ୍ଗଳବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ଓ ବୁଧବାର ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ...

୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ

ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି...

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର...

ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ...

ଷଡ଼ଯନ୍ତ୍ର ଚାଲିଛି, ଫେରିଲେ ଗୁମର ଖୋଲିବି : ଆକାଶ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ପାସେଞ୍ଜର କାର୍‌ ଡିଭିଜନର ପରିଚାଳନା ନିର୍ଦ୍ଦେଶକ ପରିଚୟ ଦେଇ ଗଞ୍ଜାମ ଜିଲା ଗୋପାଳପୁର ଅଞ୍ଚଳର ବହୁ ଯୁବତୀଯୁବକଙ୍କୁ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶୁକ୍ରବାର ପଶ୍ଚିମ ଦ୍ୱାର ପଟୁ ବିଡିଏ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଦ୍ୱାରା ଉଚ୍ଛେଦ ଚାଲିଛି।...

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର...

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ...

Advertisement
Archives

Model This Week