ଗୃହ ପରିଚାଳନାକୁ ନେଇ କଂଗ୍ରେସର କ୍ଷୋଭ: ବିଧାନସଭା ନିୟମ ମାନୁନାହାନ୍ତି ବାଚସ୍ପତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗୃହ ପରିଚାଳନାକୁ ନେଇ କଂଗ୍ରେସ ସଦସ୍ୟମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାନସଭା ନିୟମ ଅନୁଯାୟୀ ଗୃହ ପରିଚାଳନା ହେଉନାହିଁ। ମନଇଚ୍ଛା ସଦସ୍ୟମାନଙ୍କୁ କହିବାକୁ ସୁଯୋଗ ଦିଆଯାଉଛି। ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବକୁ ଅଯଥାରେ ଲମ୍ବାଇ ଦିଆଯାଉଛି। ଜଣେ ଜଣେ ସଦସ୍ୟଙ୍କୁ ଦୀର୍ଘ ସମୟ କହିବାକୁ ସୁଯୋଗ ଦିଆଯାଉଛି। ପୂର୍ବରୁ ଗୃହରେ ଏଭଳି ପରମ୍ପରା ଦେଖିବାକୁ ମିଳି ନ ଥିଲା। ବାଚସ୍ପତି କାର୍ଯ୍ୟ ପରାମର୍ଶଦାତା କମିଟି ଡାକି ତୁରନ୍ତ ଏହା ଉପରେ ଆଲୋଚନା କରନ୍ତୁ। କେଉଁ ବିଷୟ କେତେ ସମୟ ଆଲୋଚନା ହେବ, ସେ ନେଇ ସମୟ ନିର୍ଦ୍ଧାରଣ କରାଯାଉ ବୋଲି କଂଗ୍ରେସ ସଦସ୍ୟମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବେ ପାଟ୍ରୋଲିଂ ପାଇଁ ମିଳୁନାହାନ୍ତି ଏସ୍‌ପିଓ

ଭୁବନେଶ୍ୱର,୨୮ା୧୦ (ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ହିଁ ଘଟୁଛି। ତେଣୁ ଏହାକୁ ରୋକିବା ପାଇଁ ହାଇଓ୍ବେ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେବାକୁ ସୁପ୍ରିମ୍‌କୋର୍ଟ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦।୧୦(ବ୍ୟୁରେ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି...

ବାତ୍ୟା ତିତ୍‌ଲି ଯିବାର ୧୦ ମାସ : କ୍ଷତିଗ୍ରସ୍ତ ଚାଷୀ ପାଇଲେନି ବୀମା ରାଶି

ଖୋର୍ଦ୍ଧା ଅଫିସ,୨୩ା୮:ପ୍ରାକୃତିକ ବିପର୍ଯ୍ୟୟ ଓ ଅନ୍ୟ କୌଣସି କାରଣରୁ ଫସଲ ନଷ୍ଟ ହେଲେ କ୍ଷତିପୂରଣ ପାଇବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଚାଷୀ...

ଦଶମ ଶ୍ରେଣୀ ପରୀକ୍ଷା ନ ହେଲେ , ଏପରି ହେବ ମୂଲ୍ୟାୟନ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁୟାରୀ ୫ତାରିଖରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଆସେସମେଣ୍ଟ ପରୀକ୍ଷା ହେବ । ଯଦି ମାର୍ଚ୍ଚରେ ବାର୍ଷିକ ପରୀକ୍ଷା ନହୁଏ, ଏହି ଆସେସମେଣ୍ଟ...

୪୦ ଡିଗ୍ରୀ ଉପରେ ୧୧ ସହର

ଭୁବନେଶ୍ୱର, ୧୧।୪(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ତାତି ଜାରି ରହିଛି। ଉପକୂଳଠାରୁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସହ୍ୟ ହୋଇଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଛନ୍ତି।...

ରାସ୍ତାରେ ପଡ଼ି ରହିଛି ଅଳିଆ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ପରିମଳ ବ୍ୟବସ୍ଥା ସୁଧାରିବାକୁ ଭୁବନେଶ୍ବର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ଯୋଜନା କରାଯାଉଛି। ତେବେ ବିଭିନ୍ନ କାରଣରୁ ବିଏମ୍‌ସିକୁ ସମାଲୋଚନାର...

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍‌ପିଏଚ୍‌ ଆଣ୍ଡ...

ଶ୍ରୀମନ୍ଦିରରେ ଭକ୍ତଙ୍କଠାରୁ ଚୋରି, ୪ଗିରଫ

ପୁରୀ ଅଫିସ,୮।୭ : ଶ୍ରୀମନ୍ଦିରରେ ଭକ୍ତଙ୍କ ଠାରୁ ଚୋରି ଅଭିଯୋଗରେ ସିଂହଦ୍ୱାର ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲେଶ୍ୱରର...

Advertisement
Archives

Model This Week