ଗେଷ୍ଟହାଉସ୍‌ରେ ସେକ୍ସ ରାକେଟ ଠାବ: ୧୨ଜଣଙ୍କୁ ଉଠାଇନେଲା ପୋଲିସ

ଜଗତସିଂହପୁର ଅଫିସ,୨୭।୧୧: ସ୍ଥାନୀୟ ସିପି ଛକ ନିକଟ ଏକ ଗେଷ୍ଟ ହାଉସ୍‌ରେ ବୁଧବାର ଜଗତସିଂହପୁର ପୋଲିସ ସେକ୍ସ ରାକେଟ ଠାବ କରିଛି। ସେଠାରୁ ୬ଜଣ ମହିଳା ଓ ୬ଜଣ ପୁରୁଷଙ୍କୁ ପୋଲିସ ଉଠାଇ ନେଇଛି। ସେମାନଙ୍କ ନାମ, ଠିକଣା, ମୋବାଇଲ ନଂ, ଗାଡ଼ି ଆଦିର ଯାଞ୍ଚ କରାଯାଉଥିବା ସୂଚନା ମିଳିଛି। ଏପରିକି ସେମାନଙ୍କ ମଧ୍ୟରେ ନାବାଳକ ଥିବା ନେଇ ସନ୍ଦେହ କରାଯାଇଛି। ତଦନ୍ତ ପରେ ବାସ୍ତବଚିତ୍ର ସାମ୍ନାକୁ ଆସିବ ବୋଲି ପୋଲିସ କହିଛି। ଏହା ପୂର୍ବରୁ ଉକ୍ତ ଗେଷ୍ଟ ହାଉସ୍‌ରେ ଚଢ଼ାଉ ହୋଇଥିଲେ ସୁଦ୍ଧା କେହି ଧରାପଡ଼ି ନ ଥିବା ଜଣାପଡ଼ିଛି। ତେବେ ଏହି ଚଢ଼ାଉରେ ଜଗତସିଂହପୁର ଏସ୍‌ଡିପିଓ ପ୍ରିୟା ଶତପଥୀ, ଆଇଆଇସି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri