ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର ଆସି ଧାମନଗରରେ ପହଞ୍ଚିଥିଲା। ଧାମନଗର ଥାନା ପୋଲିସ ସହାୟତାରେ ଖାନ୍‌କା ଗେଷ୍ଟ୍‌ ହାଉସ ୧୪ ନଂ. ରୁମ୍‌ରୁ ଏହି ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ କରି ଧରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗନ୍ଧରାଢୀ ଲୋକକଳା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବାଉଁଶୁଣୀ, ୩।୨(ଡି.ଏନ.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଜଗତି ହାଇସ୍କୁଲ ଖେଳ ପଡିଆଠାରେ ଆସନ୍ତା ଫେବୃଆରୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ...

ଗଡ଼ିଲା କୋଭିଡ୍‌ ଟିକା ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ,୨୨।୧ ଅନୁଗୋଳ ଜିଲାରେ କୋଭିଡ୍‌ ଟିକାକରଣକୁ ଶତ ପ୍ରତିଶତ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଜିଲା କାର୍ଯ୍ୟାଳୟ ପରିସରରୁ ଟିକା ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଛି। ଜିଲାରେ...

୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ ତଥା ସ୍ବତନ୍ତ୍ର ଜଜ ଲୋକନାଥ ସାହୁ ଆଜି ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଏହି ଘଟଣାରେ...

ବନବିଭାଗ ପକ୍ଷରୁ ଚଢ଼ାଉ: ଶାଳକାଠ ବୋଝେଇ ଅଟୋରିକ୍ସା ଜବତ, ଚାଳକ ଫେରାର

କେନ୍ଦୁଝର, ୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ବନ ଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ଗ୍ରାମ ମେଡିକାଲ ନିକଟରୁ ରବିବାର ରାତିରେ ହରିଚନ୍ଦନପୁର ଓ...

ଶବ ବ୍ୟବଚ୍ଛେଦରେ ବିଳମ୍ବ ପ୍ରତିବାଦରେ ରାସ୍ତାରୋକୋ

ବାଲିଆପାଳ, ୨୦।୭(ସ୍ବ.ପ୍ର.)-ସ୍ବାମୀ ଘରେ ନ ଥିବା ବେଳେ ଶୋଇବା ଘରେ ବେକରେ ରଶି ଲଗାଇ ସୂର୍ଯ୍ୟାପୁର ଗ୍ରାମର ଶିବ ପ୍ରସାଦ ଜେନାଙ୍କ ସ୍ତ୍ରୀ ସୋନାଲି ଜେନା...

ଛାତ୍ରୀନିବାସରେ ରାତିରେ ରହୁନାହାନ୍ତି ୱାଡେନ

କେସିଙ୍ଗା,୧୦ା୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୨୦୦୬ରେ ସ୍ଥାପିତ ହୋଇଛି। ଛାତ୍ରୀନିବାସରେ ରାତିରେ ୱାଡେନ ରହୁ ନ ଥିବା ଅଭିଭାବକମାନେ ପ୍ରଧାନ...

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

ପାଟଣା,୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୨ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ହାତୀପଲ ଏହି ରେଞ୍ଜ ସାହାରପଡ଼ା ସେକ୍ସନ ଗୋରାଣ୍ଡି ଯୋଡି...

Advertisement
Archives

Model This Week