ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…