ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା

ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା...

୨୯.୯୧% ଶ୍ରମିକ ପାଇଛନ୍ତି କର୍ମନିଯୁକ୍ତି

ଖୋର୍ଦ୍ଧା ଅଫିସ,୨୨ା୧୦: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ରେ ଶ୍ରମିକଙ୍କୁ କାମ ଦେବା ପାଇଁ ସରକାର ଅଧିକ ଗୁରୁତ୍ୱ...

ପଞ୍ଚାୟତ ପରେ ହୋଇପାରେ ପୌର ଭୋଟ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇ ରବିବାର ସୁଦ୍ଧା ନାମାଙ୍କନ କାଏମ ତାଲିକା ପ୍ରକାଶ ପାଇସାରିଛି। ସବୁଦଳର ପ୍ରାର୍ଥୀ...

ଝିଅକୁ ଏକାଧିକଥର ବଳାତ୍କାର ମାମଲା: ବଳାତ୍କାରୀ ବାପାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଝିଅକୁ ଏକାଧିକଥର ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ମଙ୍ଗଳବାର ସଜା ମିଳିଛି। ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ତାଙ୍କୁ ୨୦ହଜାର ଟଙ୍କା...

ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି...

ଗୋଟିଏ ପରିବାରରେ ସ୍ବାମୀଙ୍କୁ ୪, ସ୍ତ୍ରୀଙ୍କୁ ଗୋଟିଏ ପଦବୀରେ ନିଯୁକ୍ତି

ରେମାଲକାନଗିରି,୩୦।୩ (ଡି.ଏନ.ଏ.) – ମାଲକାନଗିରି ଜିଲା ମାଥିଲି ବ୍ଲକର ଗାଙ୍ଗରାଜଗୁମ୍ମା ଗ୍ରାମର ଗୋଟିଏ ପରିବାରର ସ୍ବାମୀଙ୍କୁ ୪ଟି ପଦରେ ନିଯୁକ୍ତି ମିଳିଥିବା ବେଳେ ସ୍ତ୍ରୀଙ୍କୁ ଗୋଟିଏ...

ଗଳ୍ପ ସାହିତ୍ୟରେ ନୂଆ ଧାରା ଆଣିଥିଲେ କହ୍ନେଇଲାଲ୍‌

ବାଲେଶ୍ୱର ଅଫିସ,୨୮।୬-ମଣିଷ ଜୀବନର ବାସ୍ତବ ଚିତ୍ରକୁ କାହାଣୀରେ ରୂପ ଦେଇ ବିଶିଷ୍ଟ କଥାକାର କହ୍ନେଇଲାଲ୍‌ ଦାସ ଓଡିଆ ଗଳ୍ପ ସାହିତ୍ୟରେ ଏକ ନୂଆ ଧାରା ସୃଷ୍ଟି...

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୨: ଓଡ଼ିଶାରୁ ବୁଧବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟ ଏପର୍ଯ୍ୟନ୍ତ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୨୪୩ରେ ପହଞ୍ଚିଛି।...

Advertisement
Archives

Model This Week