Posted inଜାତୀୟ

ଗୋଆରେ ପ୍ରଥମ କରୋନା ରୋଗୀ

ପଣଜୀ,୧୮।୩: ଗୋଆରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ପ୍ରଥମ ଘଟଣା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ରୋଗୀ ହେଉଛନ୍ତି ନରଓ୍ବେର ନାଗରିକ। ଫେବୃଆରୀ ୨୦ରେ ଉକ୍ତ ବ୍ୟକ୍ତି ଗୋଆରେ ପହଞ୍ଚିଥିଲେ। ଏହାପରେ ତାଙ୍କୁ କାଶ, ଥଣ୍ଡାର ସମସ୍ୟା ହୋଇଥିଲା। କରୋନା ସନ୍ଦେହରେ ତାଙ୍କର ରକ୍ତ ନମୂନା ଯାଞ୍ଚ କରାଯିବା ପରେ ବୁଧବାର ତାଙ୍କ ରିପୋର୍ଟ ଆସିଛି। ଏହାପରେ ତାଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି। ଏହି ରିପୋର୍ଟରେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ଏନେଇ ଗୋଆ ସ୍ବାସ୍ଥ୍ୟମନ୍ତ୍ରୀ ବିଶ୍ୱଜିତ ରାଣେ ସୂଚନା ଦେଇଛନ୍ତି। ତେବେ ସୁରକ୍ଷା ଦୃଷ୍ଟିରୁ ରାଜ୍ୟରେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବା ସହ କେତେକ କଟକଣା ମଧ୍ୟ ଜାରି କରାଯାଇଛି ବୋଲି ରାଣେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା-ୟୁକ୍ରେନ୍‌ ଯୁଦ୍ଧ ନ ହୋଇଥିଲେ ଭାରତୀୟ ଅର୍ଥ ବ୍ୟବସ୍ଥା ଛୁଇଁଥାନ୍ତା ୪.୩ ଟ୍ରିଲିୟନ୍‌ ଡଲାର…

ଲକ୍ଷ୍ନୌ, ୧୪।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ଯଦି କରୋନା ଏବଂ ୟୁକ୍ରେନ-ରୁଷିଆ ଯୁଦ୍ଧ ହୋଇନଥାନ୍ତା ତେବେ ଭାରତର ଅର୍ଥନୀତି ୪.୩...

ମୋଦିଙ୍କ ଗସ୍ତ ପୂର୍ବରୁ ଗୁଜରାଟରେ ହିଂସାକାଣ୍ଡ: ୧୫ ଗିରଫ

ଅହମଦାବାଦ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ରବିବାର ରାତିରେ ଗୁଜରାଟର ବଡୋଦରାରେ ହିଂସାକାଣ୍ଡ ଘଟିଛି। ରାୱପୁରା ଟାୱାର ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।...

ସଦନରେ ଉପଯୁକ୍ତ ଆଚାର-ବ୍ୟବହାର ସମସ୍ତ ସଦସ୍ୟଙ୍କ ଦାୟିତ୍ୱ…

ନୂଆଦିଲ୍ଲୀ,୧୭।୧୧: ପାର୍ଲାମେଣ୍ଟ ହେଉ ଅବା ବିଧାନସଭା ସବୁଠାରେ ସଦନରେ ଉପଯୁକ୍ତ ଆଚାର ଏବଂ ବ୍ୟବହାର ସମସ୍ତ ସଦସ୍ୟଙ୍କ ଦାୟିତ୍ୱ। ସଦନର ମର୍ଯ୍ୟାଦା ଉଲ୍ଲଂଘନ ପରି କାର୍ଯ୍ୟ...

ଫାସିବାଦୀ ଶକ୍ତିକୁ ସହାୟତା କରୁଛନ୍ତି ମମତା

ନୂଆଦିଲ୍ଲୀ, ୩।୧୨:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଂଗ୍ରେସ ସୁବିଧାବାଦୀ ରାଜନେତ୍ରୀ ବୋଲି କହିଛନ୍ତି। ଦେଶର ସର୍ବପୁରାତନ ଦଳ ବିରୋଧରେ ଲଢ଼ି ସେ ଫାସିଦାଦୀ ଶକ୍ତିକୁ ସହାୟତା...

ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ...

ଛାତିରେ ଯୋଗୀ ଆଦିତ୍ୟନାଥଙ୍କ ଟାଟୁ କଲେ ମୁସଲମାନ ଯୁବକ

ଲକ୍ଷ୍ନୌ,୧୪।୬: ଦେଶରେ ସାମ୍ପ୍ରଦାୟିକତା ନାମରେ ଅନେକ ହିଂସା ଘଟୁଥିବା ବେଳେ ୟୁପିର ଜଣେ ମୁସଲମାନ ଯୁବକ ଭାଇଚାରାର ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ୨୩...

ନୌସେନାର ୭ ଅଧିକାରୀ ଗିରଫ

ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ...

ପୁଅର ଆତ୍ମା ନେବାକୁ ହାତରେ ଖଣ୍ଡାଧରି ହସ୍ପିଟାଲରେ ପହଞ୍ଚିଲେ ବାପା

ଯୋଧପୁର, ୨୨।୮: ଆଧୁନିକ ଯୁଗରେ ବେଳେବେଳେ ତନ୍ତ୍ରମନ୍ତ୍ର ଜାଲରେ କେତେକ ନିରୀହ ଲୋକ ପଡୁଥିବାର ଘଟଣା ନଜରକୁ ଆସିଥାଏ। ରାଜସ୍ଥାନର ଯୋଧପୁରରେ ଏଭଳି ଏକ ଘଟଣା...

Advertisement
Archives

Model This Week