Posted inଖେଳ

ଗୋଆ ଅନ୍ତର୍ଜାତୀୟ କରାଟେରେ ଜାହିଦଙ୍କ ସଫଳତା

କଟକ ଅଫିସ,୨୭ା୫- ଗୋଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ କରାଟେ ଚାମ୍ପିୟନଶିପ୍‌ରେ କଟକର ମହମ୍ମଦ ଜାହିଦ ସଫଳତା ପାଇଛନ୍ତି । ଜାହିଦ ଗୋଟିଏ ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ଏହି ସଫଳତା ନିମନ୍ତେ ଜାହିଦ ସେନସେଇ ଶତ୍ରୁଜିତ ଚୌଧୁରୀ, ସେନସେଇ ରିଚାର୍ଡ ଆମୋସଙ୍କୁ କୃତଜ୍ଞତା ଜଣାଇଛନ୍ତି । ସୂଚନା ଥାଉକି, ଗତ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହୋଇଥିବା ଉକ୍ତ ଚାମ୍ପିୟନଶିପ୍‌ରେ ଓଡ଼ିଶା ବିଭିନ୍ନ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରିବା ସହ ସର୍ବାଧିକ ପଦକ ବିଜୟୀ ହୋଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ

ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍‌ ଶୋ’ ଉପସ୍ଥାପିକା...

ପ୍ରଥମ ଟେଷ୍ଟରେ ବିଜୟ ପରେ ମଧ୍ୟ ରୋହିତ ପ୍ଲେ-୧୧ରେ ଗୋଟିଏ ପରିବର୍ତ୍ତନ କରି ପାରନ୍ତି…

କୋଲକାତା,୧୭।୭ : ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୋର୍ଟ ଅଫ ସ୍ପେନର କିଙ୍ଗସ ପାର୍କ ଓଭାଲ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ...

୨୦୧୧ ବିଶ୍ୱକପ୍‌ ଫାଇନାଲ ସ୍ମୃତି ଉଜ୍ଜୀବିତ: ପୁଣି ଦେଖିବାକୁ ମିଳିବ ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ରାୟପୁର,୧୯।୩- ପ୍ରାୟ ୧୦ ବର୍ଷ ତଳେ ଖେଳାଯାଇଥିଲା ୨୦୧୧ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌, ଯେଉଁଥିରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହୋଇଥିଲା ଟିମ୍‌ ଇଣ୍ଡିଆ। ପୁଣି ଥରେ...

ମହିଳା ଇଭେଣ୍ଟରେ ଟ୍ରାନ୍ସଜେଣ୍ଡରଙ୍କୁ ବାରଣ

ଏଗ୍ଲେ (ସୁଇଜରଲାଣ୍ଡ),୧୪ା୭ (ଏପି): ଏଣିକି ପୁରୁଷରୁ ମହିଳା ହୋଇଥିବା ଟ୍ରାନ୍ସଜେଣ୍ଡର ଆଥଲେଟମାନେ ମହିଳା ସୋଇକ୍ଲିଂ ରେସ୍‌ଗୁଡ଼ିକରେ ଅଂଶଗ୍ରହଣ କରିପାରିବେ ନାହିଁ। ବିଶ୍ୱ ସାଇକ୍ଲିଂ ପରିଚାଳନା ପରିଷଦ...

ଡେଭିସ କପ୍‌ରେ ଆମେ ଭାରତକୁ ହରାଇପାରିବୁ: ଅଖିଲ ଖାଁ

କରାଚୀ,୫।୮(ପି.ଟି.)- ପାକିସ୍ତାନ ଅପେକ୍ଷା ଭାରତରେ ଟେନିସ କ୍ରୀଡ଼ାର ଅଧିକ ଉନ୍ନତି ହୋଇଥିବା ଭେଟେରାନ ସିଙ୍ଗଲ୍ସ ଖେଳାଳି ଅକିଲ ଖାଁ ସ୍ବୀକାର କହିଛନ୍ତି। କିନ୍ତୁ ଇସଲାମାବାଦ୍‌ଠାରେ ହେବାକୁ...

ଇଣ୍ଡିଆନ ସୁପର ଲିଗ୍‌: ଇଷ୍ଟବେଙ୍ଗଲକୁ ୨-୦ ଗୋଲରେ ହରାଇଲା ନର୍ଥଇଷ୍ଟ

ଭାସ୍କୋ,୫।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ ଇଷ୍ଟ ବେଙ୍ଗଲକୁ ପରାସ୍ତ କରିଛି। ସ୍ଥାନୀୟ ତିଳକ ମଇଦାନରେ...

ମାଞ୍ଚେଷ୍ଟର ଟେଷ୍ଟ ଲାଗି ଟିମ୍‌ ଇଣ୍ଡିଆରେ ହୋଇପାରେ ଅନେକ ପରିବର୍ତ୍ତନ

ନୂଆଦିଲ୍ଲୀ,୮।୯: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଅପରାଜେୟ ସ୍ଥିତିରେ ଥିବା ଭାରତୀୟ ଦଳ ଅନେକ ପରିବର୍ତ୍ତନ ସହ ମାଞ୍ଚେଷ୍ଟର ଟେଷ୍ଟରେ ଓହ୍ଲାଇପାରେ। ଭେଟେରାନ ଭାରତୀୟ ପେସର...

ବାଲାଂଦେଶ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୫।୨: ବିସିସିଆଇର ପୂର୍ବତନ ମୁଖ୍ୟ ତଥା ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଂଲାଦେଶ କ୍ରିକେଟ...

Advertisement
Archives

Model This Week