Posted inଖେଳ

ଗୋଇଠି ଅସ୍ତ୍ରୋପଚାର କରିବେ ପୋଗ୍‌ବା

ଲଣ୍ଡନ, ୨।୧ (ଏଏଫ୍‌ପି)- ଫିଫା ବିଶ୍ୱକପ୍‌ ବିଜୟୀ ଫ୍ରାନ୍ସ ଫୁଟ୍‌ବଲ ଦଳ ତଥା ମାଞ୍ଚେଷ୍ଟର ୟୁନାଇଟେଡ୍‌ର ଷ୍ଟାର୍‌ ଖେଳାଳି ପଲ୍‌ ପୋଗ୍‌ବାଙ୍କ ଗୋଇଠିରେ ଅସ୍ତ୍ରୋପଚାର ହେବ। ଫଳରେ ସେ ଆଉ ଗୋଟିଏ ମାସ ପଡ଼ିଆରୁ ଦୂରେଇ ରହିବେ। ଆର୍ସେନାଲଠାରୁ ୨-୦ ଗୋଲରେ ପରାସ୍ତ ହେବା ପରେ ମାଞ୍ଚେଷ୍ଟର ୟୁନାଇଟେଡ୍‌ କ୍ଲବର ମ୍ୟାନେଜର ଗୁନ୍ନାର ସୋଲ୍ସକେଜର ଏହା କହିଛନ୍ତି। ‘ସ୍କାନ ପରେ ତାଙ୍କ ଗୋଇଠିରେ ସମସ୍ୟା ରହିଥିବା ଜଣାପଡ଼ିଛି। କିନ୍ତୁ ଏହା ଗୁରୁତର ନୁହେଁ। ଡାକ୍ତରଙ୍କ ପରାମର୍ଶ ନେଇ ଅସ୍ତ୍ରୋପଚାର କରିବା ପାଇଁ କୁହାଯାଇଛି’ ବୋଲି ଗୁନ୍ନାର ପ୍ରକାଶ କରିଛନ୍ତି। ଆଘାତଜନିତ ସମସ୍ୟା ଲାଗି ୩ ମାସ ପରେ ପୋଗ୍‌ବା ୧୦ ଦିନ ତଳେ ଫୁଟ୍‌ବଲକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଚଳିତ ସିଜନରେ ସେ ମାଞ୍ଚେଷ୍ଟର ପାଇଁ ମାତ୍ର ୬ ମ୍ୟାଚ୍‌ ଖେଳିଛନ୍ତି। ପୋଗ୍‌ବାଙ୍କ ଅନୁପସ୍ଥିତି ଯୋଗୁ ମାଞ୍ଚେଷ୍ଟର ନୈରାଶ୍ୟଜନକ ପ୍ରଦର୍ଶନ କରି ପ୍ରିମିୟର ଲିଗ୍‌ ପଏଣ୍ଟ ଟେବୁଲର ୫ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?