ଗୋକୁଲର ନୂଆ ଆଉଟଲେଟ୍‌

ଭୁବନେଶ୍ୱର,୧୪-୧୦: ଗୋକୁଲ୍‌ ବେକରୀର ୧୧ତମ ଆଉଟ୍‌ଲେଟ କଟକର କଲେଜ ଛକଠାରେ ଖୋଲିଛି। ଗୋକୁଲର ପ୍ରତିଷ୍ଠାତା ଅଶୋକ ଅଗରଓ୍ବାଲ ଏବଂ ଅମିତ ସିଂଘାନିଆ ଏହାକୁ ଉନ୍ମୋଚନ କରିଥିଲେ। ଏଠାରେ ଗ୍ରାହକମାନେ ବେକରୀ ଉତ୍ପାଦ, ଡିଜାଇନେର କେକ୍‌, କୁକିଜ୍‌, ପିଜା, ବର୍ଗର, ସ୍ନାକ୍ସ, ମକ୍‌ଟେଲ, ଆଇସକ୍ରିମ ଓ ନାଚୁରାଲ ଜଲାଟୋ ଆଇସ୍‌କ୍ରିମ, ପ୍ୟାଷ୍ଟ୍ରି ଏବଂ ସାଣ୍ଡଓ୍ବିଚ୍‌ ଲାଭ କରିପାରିବେ। ଏଠାରେ ଉପଲବ୍ଧ ସମସ୍ତ ପ୍ରଡକ୍ଟ ୧୦୦% ଶାକାହାରୀ। କଟକରେ ପ୍ରଥମ ଷ୍ଟୋର ଖୋଲି ଅତ୍ୟନ୍ତ ଖୁସି ବୋଲି ପ୍ରତିଷ୍ଠାତା ଅଶୋକ ଅଗରଓ୍ବାଲ କହିଛନ୍ତି। ଗ୍ରାହକଙ୍କୁ ସର୍ବୋତ୍ତମ ଗୁଣବତ୍ତା ବିଶିଷ୍ଟ ପ୍ରଡକ୍ଟ ଯୋଗାଣ ଦିଗରେ ଉଦ୍ୟମ ଜାରି ରହିଛି ବୋଲି ସହ ପ୍ରତିଷ୍ଠାତା ଅମିତ ସିଂଘାନିଆ କହିଛନ୍ତି। ୧୯୯୭ରେ ସ୍ଥାପନ ହୋଇଥିବା ଏହି କମ୍ପାନୀ ସମ୍ବଲପୁର, ଝାରସୁଗୁଡା, ବରଗଡ, ବୁର୍ଲା ଏବଂ ଭୁବନେଶ୍ୱରର ୨ଟି ଷ୍ଟୋର ସହ ସେବା ଯୋଗାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri