ଗୋଟିଏ ଚରିତ୍ର ପସନ୍ଦ ନୁହେଁ

ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍‌’, ଗନ୍ସ ଆଣ୍ଡ୍‌ ରୋଜେସ୍‌’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର ପସନ୍ଦ ନୁହେଁ ବୋଲି କହିଛନ୍ତି। ଏଥିଲାଗି ମୁଁ ଟିଭି ଛାଡ଼ିଲି ବୋଲି ସେ ପ୍ରକାଶ କରିଛନ୍ତି। ଟିଭି କାର୍ଯ୍ୟକ୍ରମରେ ମୋତେ ପ୍ରଚୁର ଅର୍ଥ ମିଳୁଥିଲା ସତ, ହେଲେ ମୋତେ ଭଲ ଚରିତ୍ର ମିଳୁ ନ ଥିଲା। ବାରମ୍ବାର ଗୋଟିଏ ଚରିତ୍ର ମୋତେ ଦିଆଯିବା ବିବେକକୁ ବାଧିଥିଲା। ଟିଭି ମୋତେ ପରିଚୟ ଦେଇଛି, ଏକଥା ଠିକ୍‌। ଏଥିଲାଗି ଫିଲ୍ମରେ ମୁଁ ଡେବ୍ୟୁ କରିବାରେ ସଫଳ ହୋଇଛି। ଏବେ ମୁଁ ଅଧିକରୁ ଅଧିକ ଫିଲ୍ମରେ ଅଭିନୟ କରିବାକୁ ଚାହୁଁଛି ବୋଲି ନୀରୁ ପ୍ରକାଶ କରିଛନ୍ତି।
ପଞ୍ଜାବୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଦବ୍‌ଦବା ଜାରି ରଖିଥିବା ଏହି ୩୮ ବର୍ଷୀୟା ନୀରୁ ବଲିଉଡ୍‌ରେ ଅଭିନୟ କରିବାକୁ ମନା କରିନାହାନ୍ତି। କିନ୍ତୁ ତାଙ୍କ ପସନ୍ଦର ଚରିତ୍ର, ସ୍କ୍ରିପ୍ଟ ହେବା ଜରୁରୀ ବୋଲି କହିଛନ୍ତି। ଭଲ ଫିଲ୍ମ ପାଇଲେ, କେବେ ମନା କରିବିନି ବୋଲି ସେ ପ୍ରକାଶ କରିଛନ୍ତି। ଦୁଇ ଦଶନ୍ଧି ଧରି ମୁଁ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ରହି ବହୁ ଶିକ୍ଷାଲାଭ କରିଛି। ମୋତେ ଦେଖିବାକୁ ଦର୍ଶକ ଚାହାନ୍ତି, ହେଲେ ପଞ୍ଜାବୀ ଫିଲ୍ମ ଭଳି ମୋତେ ବଲିଉଡ୍‌ରେ ଭଲ ଚରିତ୍ର ଓ ସ୍କ୍ରିପ୍ଟ ମିଳିବା ଦରକାର ବୋଲି ସେ କହିଛନ୍ତି। ଏବେ ନୀରୁ ଅଭିନୀତ ତଥା ଜଗଦୀପ ସିଧୁ ନିର୍ଦ୍ଦେଶିତ ଫିଲ୍ମ ‘ସାଦା’ ଲୋକଙ୍କ ମନକୁ ଛୁଇଁଛି। ଏଭଳି ଭଲ ଚରିତ୍ର ମିଳିଲେ ମୋର ଅଭିନୟ କରିବାରେ କୌଣସି ଅସୁବିଧା ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri