ଗୋଟିଏ ଟେବୁଲରେ ଏକାଠି ଖାଇଲେ ନବୀନ-ଶାହା-ମମତା-ଧମେନ୍ଦ୍ର: ଟୁଇଟ୍‌ କରି ଖୁସିବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅତିଥିମାନଙ୍କୁ ମଧ୍ୟାହ୍ନଭୋଜନରେ ଆପ୍ୟାୟିତ କରିଛନ୍ତି। ଗୋଟିଏ ଟେବୁଲରେ ନବୀନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବସି ଖାଇଛନ୍ତି। ଏହି ୫ ବରିଷ୍ଠ ନେତାଙ୍କୁ ଓଡ଼ିଆ ଖାଦ୍ୟ ପରଷା ଯାଇଛି। ଶୁଦ୍ଧ ଦେଶୀ, ନିରାମିଷ, ଆମିଷ ଭୋଜନ କରିଛନ୍ତି ସମସ୍ତ ନେତା। ଖାଇବା ପରେ ମୁଖ୍ୟମନ୍ତ୍ରୀ ଟୁଇଟ କରି ଖୁସି ବ୍ୟକ୍ତ କରିଛନ୍ତି। ଘରେ ରନ୍ଧା ହୋଇଥିବା ଓଡ଼ିଆ ସୁସ୍ବାଦୁ ଖାଦ୍ୟ ସହ ଅତିଥିମାନଙ୍କର ଉପସ୍ଥିତି ବହୁତ ଆନନ୍ଦ ଦେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ୪ ମେଡିକାଲ କଲେଜ ଅଫିସର ଭାବେ ମହିଳା ଓଏଏସ୍‌ଙ୍କୁ ନିଯୁକ୍ତି

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ...

ମେ ୫ ତାରିଖ ପର୍ଯ୍ୟନ୍ତ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର, ୨୫।୪: ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ...

କମୁଛି କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମହାମାରୀ ରାଜ୍ୟର ଅର୍ଥ ବ୍ୟବସ୍ଥାକୁ ବରବାଦ କରିଦେଇଛି। ରାଜସ୍ବ ହ୍ରାସ ପାଇବା ସାଙ୍ଗକୁ ଖର୍ଚ୍ଚ ବଢ଼ିଚାଲିଛି। ଏପରିସ୍ଥଳେ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇ...

ମିତା ସାହୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟ ଚାଲାଣ

ପରଜଙ୍ଗ, ୧୪।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖ ବିଳମ୍ବିତ ରାତିରେ ସଂଘଠିତ ଜଘନ୍ୟ ହତ୍ୟାକାଣ୍ଡ...

ପ୍ରାଚୀ ଉପତ୍ୟକାରୁ ଶ୍ରୀକ୍ଷେତ୍ରକୁ ପଠାଗଲା ଫଳ: ଅଣସର ଘରେ ଲାଗିବ ଭୋଗ

କାକଟପୁର, ୨୫।୬(ଡି.ଏନ୍‌.ଏ.)-ସ୍ନାନପୂର୍ଣ୍ଣିମାରେ ସ୍ନାନ କରି ଶ୍ରୀକ୍ଷେତ୍ରର ଶ୍ରୀଜୀଉମାନେ ଜ୍ୱରରେ ପୀଡ଼ିତ ହୋଇ ଏବେ ଅଣସର ଘରେ ବିଶ୍ରାମ ନେଉଛନ୍ତି। ଦଇତାପତି ଏବଂ ପତିମହାପାତ୍ର ସେବକମାନେ ଗୁପ୍ତ...

କେବଳ ଜାତୀୟକରଣ ବ୍ୟାଙ୍କରେ ହିଁ ରହିବ ଶ୍ରୀମନ୍ଦିର ପାଣ୍ଠି: କ୍ରିଷନ କୁମାର

ପୁରୀ ଅଫିସ, ୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା।...

ଝିଅ ଆଗରେ ନଦୀକୁ ଡେଇଁଲେ ବାପା

ମାଲକାନଗିରି,୩୦ା୧୦(ଡି.ଏନ୍‌.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା...

Advertisement
Archives

Model This Week