ଗୋଟିଏ ଦିନରେ ଜଗତସିଂହପୁରରେ ୩୩ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଲା

ଜଗତସିଂହପୁର ଅଫିସ,୧୦ା୬: ବୁଧବାର ଜଗତସିଂହପୁର ଜିଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି। ତେବେ ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ ଚିକିତ୍ସାଧୀନ ଅଛନ୍ତି । ବୁଧବାର ଚିହ୍ନଟ ୩୩ଜଣଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକ ଅଞ୍ଚଳର ୮ ଜଣ ଥିବାବେଳେ କୁଜଙ୍ଗ ୩, ନାଉଗାଁ ୧୮, ରଘୁନାଥପୁର ୨ ଓ ତିର୍ତ୍ତୋଲ ବ୍ଲକ ଅଞ୍ଚଳର ୨ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଗୁଜରାଟ ଫେରନ୍ତା ୧୮ ଜଣ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୭, ପଶ୍ଚିମବଙ୍ଗରୁ ୫, ତାମିଲନାଡୁରୁ ୨ ଓ ଦିଲ୍ଲୀରୁ ଜଣେ ଫେରି ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ କିମ୍‌ସ ଓ ପାରାଦ୍ୱୀପସ୍ଥିତ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର ପାଇଁ ପ୍ରସ୍ତୁତି ଚାଲିଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଝାରବନ୍ଧ,୧୦।୫(ଡି.ଏନ.ଏ): ବରଗଡ଼ ଜିଲା ଜଗଦଲପୁରସ୍ଥିତ ଏକ ସୋ ରୁମରୁ ନୂଆ ବାଇକ୍‌ କିଣି ସେଥିରେ ଘରକୁ ଫେରିବା ବାଟରେ ରବିବାର ଜଣେ ଯୁବକ ଦୁର୍ଘଟଣା ସମ୍ମୁଖୀନ...

ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି।...

ବର୍ଷା ନାହିଁ, ଶୁଖିଲା ପଡ଼ିଛି ଜମି

ସୋନପୁର, ୨।୮(ନି.ପ୍ର.)  ଶ୍ରାବଣ ମାସ ସରିବାକୁ ବସିଲାଣି। ହେଲେ ବର୍ଷାଭାବରୁ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଚାଷ ଜମି ଶୁଖିଲା ପଡିଛି। ଜିଲାର ଡୁଙ୍ଗୁରିପାଲି ଓ ବିନିକା...

ଲୋ-ଭୋଲ୍‌ଟେଜ ସମସ୍ୟା ଅନୁଧ୍ୟାନ

ଚମ୍ପୁଆ,୨ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତର ଲକ୍ଷ୍ମୀପଶି ଅଞ୍ଚଳରେ ଦୀର୍ଘଦିନ ଧରି ଲୋ-ଭୋଲ୍‌ଟେଜ ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ପ୍ରତିକାର...

ମହିଳାଙ୍କ ହାତରେ ବିଏମ୍‌ସି ଶାସନ ଭାର

ଭୁବନେଶ୍ୱର, ୧୦।୪ (ବ୍ୟୁରୋ): ପୌର ନିର୍ବାଚନ ସରିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରଥମ ମହିଳା ମେୟର ପାଇଛି। ଏଥିସହ ଡେପୁଟି ମେୟର ଭାବେ ଜଣେ...

ପ୍ରେମିକା ଗର୍ଭବତୀ ଜାଣିବା ପରେ ପ୍ରେମିକ ଫେରାର

ଚଣ୍ଡିଖୋଲ,୨୩।୭(ଡି.ଏନ.ଏ): ପ୍ରେମ ସମ୍ପର୍କ। ବିବାହର ପ୍ରତିଶ୍ରୁତି। ଶାରୀରିକ ସମ୍ପର୍କ ପରେ ପ୍ରେମିକା ଗର୍ଭବତୀ। ପ୍ରେମିକାଙ୍କୁ ପ୍ରତାରଣା ଦେଇ ପ୍ରେମିକ ଫେରାର। ଏଭଳି ଅଭିଯୋଗ ହୋଇଛି ଯାଜପୁର...

ସ୍ନାତକ ବିଭାଗ ଟପ୍ପରଙ୍କୁ ବ୍ୟାସକବି ଶିକ୍ଷା ସମ୍ମାନ

ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସ୍ନାତକ ବିଭାଗରେ ସର୍ବାଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ବିଜୁ ଛାତ୍ର ଜନତା ଦଳ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ

ଯୋଡ଼ା, ୨୯।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ କାର୍ଯ୍ୟ କରୁଥିବା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ବୁଧବାର କରୋନା ସହାୟତା ରାଶି ବାବଦକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ...

Advertisement
Archives

Model This Week