Posted inଜାତୀୟ

ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ

ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫, ଭାଗଲପୁର ଏବଂ ରେହାତାସ୍‌ ୩ ଜଣ ଜିଲାରେ, ଗୟା, ମୁଙ୍ଗେର, କଟିଆର ଏବଂ ଅରାରିଆରେ ବଜ୍ରପାତ ଜିଲାରେ ଜଣେ ଜଣେ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରବର୍ଗଙ୍କ ପାଇଁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲା ପୋଲିସ ହେପାଜତରେ

ପାଟନା, ୯।୧: ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲାଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପୋଲିସ ଗିରଫ କରିଛି। ତାଙ୍କୁ ବିହାରର ପାଟନାଠାରୁ ଗିରଫ କରାଯିବା ପରେ...

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଭାଜପାର ମାଷ୍ଟରଷ୍ଟ୍ରୋକ୍‌, ଭୋଳା ବାବାଙ୍କ ଦରବାରରେ ଯୋଗୀଙ୍କ କ୍ୟାବିନେଟ ହେବ ହାଜର

ଲକ୍ଷ୍ନୌ,୬ ।୧୨: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଶାସନ ଭାର ସମ୍ଭାଳିବାକୁ ସବୁ...

ଲକ୍‌ଡାଉନ୍‌ରେ ପୋଲିସ ହିଂସ୍ର

ଉନ୍ନାଓ, ୨୩।୫: ଲକ୍‌ଡାଉନ୍‌ ସମୟରେ ଜୀବନ ଜୀବିକା ବିପଦରେ ପଡ଼ିଥିବାବେଳେ ପୋଲିସ ବର୍ବରତା ସୀମା ଟପୁଛି। ଭାଜପା ଶାସିତ ଉତ୍ତରପ୍ରଦେଶର ଉନ୍ନାଓରେ ଜଣେ ୧୮ ବର୍ଷୀୟ...

ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩...

ଗ୍ରୁପ କ୍ୟାପଟେନ୍‌ ବରୁଣ ସିଂହଙ୍କୁ ବେଙ୍ଗାଲୁରୁ ନିଆଗଲା

ଚେନ୍ନେଇ,୯।୧୨: ହେଲିକପ୍ଟର ଦୁର୍ଘଟଣାରେ ଜୀବିତ ଉଦ୍ଧାର ହୋଇଥିବା ଗ୍ରୁପ କ୍ୟାପଟେନ୍‌ ବରୁଣ ସିଂହଙ୍କୁ ଓ୍ବେଲିଂଟନ ମିଲିଟାରୀ ହସ୍ପିଟାଲରୁ ଗୁରୁବାର ବେଙ୍ଗାଲୁରୁକୁ ଏୟାରଲିଫ୍ଟ କରାଯାଇଛି। ତାଙ୍କ ଶରୀରର...

କୂଅକୁ ଡେଇଁ ପଡ଼ିଲେ ଦମ୍ପତି, ଆଉ ତା’ ପରେ…

ମୁମ୍ବାଇ,୯ା୧: ମହାରାଷ୍ଟ୍ରର ନାଗପୁରରେ ଏକ ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ଲାଗି କୂଅକୁ ଡେଇଁ ପଡ଼ିଥିଲେ। ଫଳରେ ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।...

ଅନ୍ତବସ୍ତ୍ରରେ ୨ ମହିଳା ଲୁଚାଇ ନେଉଥିଲେ ୬୨ ଲକ୍ଷ ଟଙ୍କାର ସୁନା: ଧରାଇଦେଲା ମେଟାଲ ଡିଟେକ୍ଟର

ନୂଆଦିଲ୍ଲୀ,୧୩।୧୧-ଅନ୍ତବସ୍ତ୍ରରେ ସୁନା ସ୍ମଗଲିଂ କରୁଥିବାବେଳେ ୨ ମହିଳାଙ୍କୁ ଗିରଫ କରିଛି ସୀମା ଶୁଳ୍କ ବିଭାଗ। ତାମିଲନାଡୁର କୋଏମ୍ବାଟୁର ଅନ୍ତର୍ଜାତୀୟ ବିମାନବନ୍ଦରେ ଶୁକ୍ରବାର ଏଭଳି ଘଟଣା ଘଟିଛି।...

ସ୍କୁଲରେ ଶୌଚାଳୟ ସଫା କରୁଛନ୍ତି ଛାତ୍ରୀଛାତ୍ର: ପ୍ରଶଂସା କଲେ ଜିଲାପାଳ

ଭୋପାଳ,୨୯।୮: ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଏକ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ଶୌଚାଳୟ ସଫା କରୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ...

Advertisement
Archives

Model This Week